ପାଳପାଟଣା-ମହାସାହାଣୀ ସେତୁ ନିର୍ମାଣ ପାଇଁ ନିର୍ଦେଶ , ରାଜନଗର ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ

ପାଳପାଟଣା-ମହାସାହାଣୀ ସେତୁ ନିର୍ମାଣ ପାଇଁ ନିର୍ଦେଶ , ରାଜନଗର ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଥମ ଥର ପାଇଁ ରାଜନଗର ନିର୍ବାଚନମଣ୍ଡଳୀ ବିକାଶ କମିଟି ବୈଠକ ଶୁକ୍ରବାର ପଟ୍ଟାମୁଣ୍ଡାଇ ପୌରପରିଷଦ ପ୍ରେକ୍ଷାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର,…
ଶାନ୍ତିପୂର୍ଣ୍ଣ ଭାବେ ଦୁର୍ଗା ପୂଜା ପାଳନ ପାଇଁ ଥାନାରେ ଶାନ୍ତି କମିଟି ବୈଠକ

ଶାନ୍ତିପୂର୍ଣ୍ଣ ଭାବେ ଦୁର୍ଗା ପୂଜା ପାଳନ ପାଇଁ ଥାନାରେ ଶାନ୍ତି କମିଟି ବୈଠକ

ପଟ୍ଟାମୁଣ୍ଡାଇ,୨୦ା୯ - ପାର୍ବଣ ଋତୁର ଆଗମନରେ ଆସନ୍ତା ଅକ୍ଟୋବର ୯ରେ ପଟ୍ଟାମୁଣ୍ଡାଇ ସହରରେ ୨୬ଟି ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହେବ। ଦୁର୍ଗାପୁଜା ଶାନ୍ତି ଶୃଙ୍ଖଳାର ସହିତ ପାଳନ କରିବା ପାଇଁ ଶୁକ୍ରବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପରିସରରେ ଏକ…
ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଂଯୋଜକ ହେଲେ ବିଶ୍ୱଭୂଷଣ

ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଂଯୋଜକ ହେଲେ ବିଶ୍ୱଭୂଷଣ

କେନ୍ଦ୍ରାପଡ଼ା,୨୦ା୯: ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଂଯୋଜକ ଭାବେ କେନ୍ଦ୍ରାପଡା ମାଟିର ପୁଅ ବିଶ୍ୱରଞ୍ଜନ ମହାପାତ୍ରଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଜାତୀୟ ଛାତ୍ର କଂଗ୍ରେସର ସଭାପତି ବରୁନ୍ ଚୈାଧୁରୀ ବିଶ୍ୱରଞ୍ଜନଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଦେଶରେ ଛାତ୍ର ସଂଗଠନକୁ ସୁଦୃଢ କରିବା…
ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଅଳଭା ଭାୟା ଗଣ୍ଡାଖିଆ କେନ୍ଦ୍ରାପଡା ଯାଇଥିବା ରାସ୍ତାରେ ଗୁରୁବାର ସକାଳେ ଭାରସାମ୍ୟ ହରାଇ ଏକ ଆମ୍ବୁଲାନ୍ସ ଓଲଟିପଡିଛି। ଏହି ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନଥିବା ବେଳେ ଚାଳକ ଅଳ୍ପକେ ବର୍ତିଯାଇଥିବା ସୂଚନା…
ଜିଗରଣରେ ଭାଗବତ ଜନ୍ମ ଉତ୍ସବ ପାଳନ

ଜିଗରଣରେ ଭାଗବତ ଜନ୍ମ ଉତ୍ସବ ପାଳନ

ବିତ୍ର ଇନ୍ଦୂପୂର୍ଣୀମା ଓ ଭାଗବତ ଜନ୍ମ ଉତ୍ସବ ଅବସରରେ ପଟ୍ଟାମୁଣ୍ଡାଇ ବ୍ଲକ ଖଡିାଂଟା ପଂଚାୟତ ଜିଗରଣ ସ୍ଥିତ ଶ୍ରୀ ଶ୍ରୀ ସିଦ୍ଧେଶ୍ୱର ଭାଗବତ ଟୁଙ୍ଗି ଆନୁକୁଲ୍ୟରେ ଧର୍ମ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ବାବାଜୀ ରାମହରି ଦାସ ଭାଗବତ ଜନ୍ମ…
ଦାଣ୍ଡିସାହି କଲେଜରେ ସଚେତନତା ଶିବିର

ଦାଣ୍ଡିସାହି କଲେଜରେ ସଚେତନତା ଶିବିର

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଏନ ଏସ ଏସ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ବ୍ରାହ୍ମଣୀ କଲେଜ ଅଧକ୍ଷ ଡ଼ ଗୌରୀ କୁମାର ସାମଲ ଉଦଘାଟନ କରିଥିଲେ । ଏନ…
ଭାଜପା ସରକାରକୁ ୧୦୦ଦିନ ପୁରିଲା , ବିଭିନ୍ନ ମହଲରେ ପ୍ରତିକ୍ରିୟା

ଭାଜପା ସରକାରକୁ ୧୦୦ଦିନ ପୁରିଲା , ବିଭିନ୍ନ ମହଲରେ ପ୍ରତିକ୍ରିୟା

ଓଡ଼ିଶାରେ ନୂଆ ସରକାର ଭାଜପାକୁ ଗୁରୁବାର ୧୦୦ ଦିନ ପୂରିଛି। ଚଳିତ ୨୦୨୪ ବିଧାନସଭା ନିର୍ବାଚନରେ ଭାଜପା ପକ୍ଷରୁ ଅନେକ ପ୍ରତିଶ୍ରୁତି ଓ ଆଶ୍ୱାସନା ଦେଇ ଦଳ ଲୋକଙ୍କ ଭରସା ଜିତିବା ସହ ୨୪ ବର୍ଷର ବିଜେଡି ଗଡ଼କୁ ଭେଦିବାରେ ସଫଳ…
ନିକିରାଇରେ ଭାଗବତ ଜୟନ୍ତୀ ପାଳନ

ନିକିରାଇରେ ଭାଗବତ ଜୟନ୍ତୀ ପାଳନ

କେନ୍ଦ୍ରାପଡ଼ା, ୧୯ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଶ୍ଚିମ ନିକିରାଇସ୍ଥିତ ସ୍ୱର୍ଗତ ଦିବ୍ୟସିଂହ ଜେନାଙ୍କ ଭାଗବତ ମନ୍ଦିରଠାରେ ସାତ ଦିନ ଧରି ଚାଲିଥିବା ଭାଗବତ ପାରାୟଣ ଇନ୍ଦୁ ପୂର୍ଣ୍ଣିମା ଦିନ ମହା ସମାରୋହରେ ସମାପ୍ତ ହୋଇଛି । ଭାଗବତ ଜୟନ୍ତୀ ପାଳନ ଅବସରରେ…

କେନ୍ଦ୍ରାପଡାରେ ଜୋନ ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା

କେନ୍ଦ୍ରାପଡ଼ା,୧୮ା୯: କେନ୍ଦ୍ରାପଡ଼ା ସହରର ଇଛାପୁର ସରକାରୀ ହାଇସ୍କୁଲ ପରିସରରେ ଟି.ଇ. ଓ ଏସସିଇଆରଟି ନିର୍ଦେଶାଳୟ, ଓଡିଶା ସହାୟତାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଜୋନ ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସହକାରୀ ଜିଲ୍ଲା…
ମହାନ ଆଧ୍ୟାତ୍ମିକ ସାଧକ ବାବା ଗଣ୍ଡାଧର ଦାସଙ୍କୁ “ଆଧ୍ୟାମିôକ ଗୁରୁ” ସମ୍ମାନ

ମହାନ ଆଧ୍ୟାତ୍ମିକ ସାଧକ ବାବା ଗଣ୍ଡାଧର ଦାସଙ୍କୁ “ଆଧ୍ୟାମିôକ ଗୁରୁ” ସମ୍ମାନ

କେନ୍ଦ୍ରାପଡ଼ା,୧୮ା୯: ସହର ଉପକଣ୍ଠ ଭରତପୁର ଗ୍ରାମର ପ୍ରସିଦ୍ଧ କଳ୍ପତରୁ ଆଶ୍ରମର କିମ୍ବଦନ୍ତୀ ମହାପୁରୁଷ ଅନନ୍ତ ଦାସଙ୍କ ୪୦ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ରାଜ୍ୟର ସହସ୍ରାଧିକ ସାଧୁସନ୍ଥମାନଙ୍କ ଗହଣରେ ମନ୍ଦିରରେ ଥିବା ଚତୁର୍ଦ୍ଧା ମୂର୍ତ୍ତି ସାରାବିଶ୍ୱର ପାଳନ କର୍ତ୍ତା…
ଚିତ୍ରକାର ପ୍ରଭୁଶ୍ରୀ ଓ ପ୍ରୀତିଶ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ପତ୍ର

ଚିତ୍ରକାର ପ୍ରଭୁଶ୍ରୀ ଓ ପ୍ରୀତିଶ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ପତ୍ର

କେନ୍ଦ୍ରାପଡ଼ା,୧୮ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଟୋଚିତ୍ର ଆଙ୍କି ପ୍ରଶଂସିତ ହୋଇଛନ୍ତି କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୋପ ଗ୍ରାମର ଭାଇ ଓ ଭଉଣୀ । ଅଙ୍କନ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁନ୍ଦର ଚିତ୍ର ପ୍ରଧାନମନ୍ତ୍ରୀଙ୍କ ମନକୁ ସୁନ୍ଦର ଲାଗିଛି । ଏଥିପାଇଁ…
କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦରର ଷଷ୍ଟତମ ସ୍ୱତନ୍ତ୍ର ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦରର ଷଷ୍ଟତମ ସ୍ୱତନ୍ତ୍ର ବୈଠକ

କେନ୍ଦ୍ରାପଡା ତା.୧୮ା୯: ଆଜି ଷଷ୍ଠ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦର ଏକ ସ୍ୱତନ୍ତ୍ର ବୈଠକ ଜିଲ୍ଲା ପରିଷଦର ସଭାପତି ଲିଲିତା ଦାସଙ୍କଅଧକ୍ଷ୍ୟତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ପଦବୀ ନିମନ୍ତେ ବଛା ଯାଇଥିବା ଚୂଡ଼ାନ୍ତ…
ଶ୍ରୀ ସିଦ୍ଧ ମହାପୁରୁଷ ବାଲାବାବାଙ୍କର ଜନ୍ମ ସମାରୋହ

ଶ୍ରୀ ସିଦ୍ଧ ମହାପୁରୁଷ ବାଲାବାବାଙ୍କର ଜନ୍ମ ସମାରୋହ

କେନ୍ଦ୍ରାପଡା,୧୮ା୯: ଶୁକ୍ରବାର ଇନ୍ଦୁପୂର୍ଣ୍ଣିମା ତଥା ଭାଗବତ ଜନ୍ମ ଉତ୍ସବ ଅବସରରେ ଶ୍ରୀ ଗୋପିନାଥ ଜୀୟୁ, ବିନୋଦବିହାରୀଜୀୟୁ ଓ ବାଲାବାବା ଟ୍ରଷ୍ଟ ପରିଚାଳନା କମିଟି ଆନୁକୂଲ୍ୟରେ ଶ୍ରୀ ସିଦ୍ଧ ମହାପୁରୁଷ ବାଲାବାବାଙ୍କର ଜନ୍ମ ଉତ୍ସବ ତଥା ବାର୍ଷିକୋତ୍ସବ ସ୍ଥାନୀୟ ଗଣାମାହାଲ ବାଲାବାବା ମନ୍ଦିରଠାରେ…
ମୟୀୟସୀ ବିଦ୍ୟୁତଲତାଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକୀ

ମୟୀୟସୀ ବିଦ୍ୟୁତଲତାଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକୀ

ସମ୍ବର୍ଦ୍ଧିତ ହେଲେ ଶତାଧିକ ଭିନ୍ନକ୍ଷମ ପଟ୍ଟାମୁଣ୍ଡାଇ ତା ୧୭/୯- ବ୍ରାହ୍ମଣୀ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ନିର୍ମଳ ଚନ୍ଦ୍ର ବିଶ୍ୱାଳଙ୍କ ଧର୍ମପତ୍ନୀ ଦିବଂଗତl ବିଦ୍ୟୁତଲତା ଦେଵୀଙ୍କ ୪ର୍ଥ ବାର୍ଷିକୀ ଶ୍ରାଦ୍ଧ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ତରଡ଼ିପାଳ…