
ଆନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣ ବିରୋଧରେ ଜିଲ୍ଲା ସ୍ତରୀୟ ସଚେତନତା
କେନ୍ଦ୍ରାପଡା,୨୬/୬- ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣ ବିରୋଧରେ ସଚେତନତା କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ୮ ଘଟିକା ସମୟରେ ଜିଲ୍ଲା ପ୍ରଶାସନ ଏବଂ ସାମାଜିକ ସୁରକ୍ଷା ଓ […]