ବିନୟ ହେବେ କି ବିଜେପି ସାଂସଦ ପ୍ରାର୍ଥୀ

31 January 2024 anwesan.live 0

କେନ୍ଦ୍ରାପଡ଼ା,୩୧ା୧ : ଭାରତୀୟ ଜନତା ପାର୍ଟି ପାଇଁ ଏକ ସ୍ୱଚ୍ଛ ନିର୍ମଳ ଆଉ ର୍ନିବିବାଦୀୟ ଚେହେରା ମିଳିଯାଇଛି । କେନ୍ଦ୍ରାପଡାର ସାଂସଦ ପ୍ରାର୍ଥୀ ଭାବେ ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ସିଓପଡ଼ା ଅଞ୍ଚଳର ବିଶିଷ୍ଟ […]

ପୁନର୍ବାସ ପକ୍ଷରୁ ମୋଟର ଚାଳିତ ନିଉମୋସନ୍ ହୁଇଲ୍ ଚେୟାର୍ ପ୍ରଦାନ

31 January 2024 anwesan.live 0

କେନ୍ଦ୍ରାପଡ଼ା, ୩୧ା୧: ଭିନ୍ନକ୍ଷମମାନଙ୍କ ଜୀବନକୁ ଅଧିକ ସହଜ ଓ ସୁଗମ କରିବା ନିମନ୍ତେ ଆକ୍ଟିଭ୍ ହୁଇଲ୍ ଚେୟାରର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବିଶେଷ କରି ପାରାପ୍ଲେଜିକ୍‌ମାନଙ୍କୁ ଏହା ସାମାଜିକ ଓ ଅର୍ଥନୈତିକ ଅନ୍ତର୍ଭୁକ୍ତିରେ […]

କେନ୍ଦ୍ରାପଡାର ଲେବର ସ୍ପୋଟିଂ କ୍ଲବ ଚାନ୍ଦ କ୍ଲବକୁ ୩-୨ଟ୍ରାଇବ୍ରେକରେ ହରାଇଲା

31 January 2024 anwesan.live 0

  କେନ୍ଦ୍ରାପଡ଼ା,୩୧ା୧ : ଫକିରାବାଦ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ ଚତୁର୍ଥ ବାର୍ଷିକ ସର୍ବ ଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୪ ଫୁଟବଲ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ […]

ବ୍ଲକ ଯୋଗାଣ ବିଭାଗ ମନମାନି, ବିରୋଧ କରି ସରପଂଚ ଅଧିକାରୀ ମୁହାଁ ମୁହିଁ ଥାନାରେ ଏତଲା, ପୋଲିସର ତଦନ୍ତ ଆରମ୍ଭ

31 January 2024 anwesan.live 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକରେ ଯୋଗାଣ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଚରମ ସୀମାରେ ପହଂଚିଛି । ବିଭାଗର ମନମାନିକୁ ନେଇନୀ ନିଳକଣ୍ଠପୁର ସରପଂଚ ବୁଧବାର ବ୍ଲକ ଅଫିସରେ […]

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ‘ବିଶ୍ୱ ଓଡିଆ ଭାଷା ସମ୍ମିଳନୀ’ର ଉଦ୍‌ଯାପନୀ ଉତ୍ସବ

31 January 2024 anwesan.live 0

କେନ୍ଦ୍ରାପଡ଼ା, ୩୧ା୧: ମଙ୍ଗଳବାର ଦିନ ମହାବିଦ୍ୟାଳୟର ଗାନ୍ଧୀ ଭବନଠାରେ ଓଡିଶା ସରକାରଙ୍କ ଦ୍ୱାରା ଆୟୋଜିତ ‘ନୂଆ-ଓ’ କାର୍ଯ୍ୟକ୍ରମ ମାଧ୍ୟମରେ ‘ବିଶ୍ୱ ଓଡିଆ ଭାଷା ସମ୍ମିଳନୀ’ର ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ […]

ଟ୍ରକକୁ ପିଟିଲା ବାଇକ : ୨ ଗୁରୁତର, ୧ ଆହତ

31 January 2024 anwesan.live 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହର ନିକଟ କାକୁଡିପଲ୍ଲୀ ଛକ ଠାରେ ଟ୍ରକ ପଛରେ ବାଇକ୍ ଧକ୍କା ଦେବାରୁ ୩ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୨ ଗୁରୁତରଙ୍କୁ କେନ୍ଦ୍ରାପଡା […]

ବରିଷ୍ଠ ସ୍ତମ୍ବକାର ସାମ୍ବାଦିକ ଅରୁଣ ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

30 January 2024 anwesan.live 0

କେନ୍ଦ୍ରାପଡ଼ା,୩୦ା୧ : ବରିଷ୍ଠ ସ୍ତମ୍ବକାର, ସାମ୍ବାଦିକ, ଦୈନିକ ସମାଜର ପ୍ରାକ୍ତନ ବରିଷ୍ଠ ସହ ସମ୍ପାଦକ, ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘର ଅଭିଭକ୍ତ କଟକ ଜିଲ୍ଲାର ପୂର୍ବତନ ପ୍ରଚାରକ ଓ ବିଶ୍ୱହିନ୍ଦୁ ପରିଷଦର ପ୍ରାନ୍ତ ସାଧାରଣ […]

ବୀର ସହୀଦମାନଙ୍କୁ ଜିଲ୍ଲା ପ୍ରଶାସନର ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

30 January 2024 anwesan.live 0

କେନ୍ଦ୍ରାପଡ଼ା,୩୦ା୧ : ସହୀଦ ଦିବସ ଅବସରରେ ବୀର ଅମର ସହୀଦମାନଙ୍କ ଉଦ୍ଦେଶ୍ୟରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଦିବା ୧୧ ଘଟିକା ସମୟରେ ୨ ମିନିଟ୍ ପାଇଁ ଏକ ନୀରବ ପ୍ରାର୍ଥନା କରାଯାଇଛି […]

ବ୍ରାହ୍ମଣୀ ଘେରି ବନ୍ଧ ରାସ୍ତା ପଲଟିଛି ବିଭାଗୀୟ କର୍ତୃପକ୍ଷ ଓ ଠିକାଦାରଙ୍କ ଲେଉଟିଆ କିଆରି , ଦେଢ ବର୍ଷରେ ଦେଢ କୋଟି ଖର୍ଚ୍ଚ , ରାସ୍ତାରେ ଗାତ ସୃଷ୍ଟି ହୋଇ ଯାତାୟାତରେ ଅନ୍ତରାୟ

30 January 2024 anwesan.live 0

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରି ବନ୍ଧ ବାଇପାସ୍‌ଠାରୁ ଇନ୍ଦୁପୁର ପର୍ଯ୍ୟନ୍ତ ସାଢେ ୧୭ କିମି ରାସ୍ତା ବିଭାଗୀୟ କର୍ତୃପକ୍ଷ ଓ ଠିକାଦାରଙ୍କ ଲେଉଟିଆ କିଆରି ସାଜିଛି […]

ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର

30 January 2024 anwesan.live 0

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ବ ଅଧକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଉଦଯାପନୀ କା ର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧ୍ୟକ୍ଷ […]

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଉପଲକ୍ଷେ ଜାତୀୟ ଆଲୋଚନା ଚକ୍ର

30 January 2024 anwesan.live 0

କେନ୍ଦ୍ରାପଡ଼ା, ୩୦ା୧:  କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ଗାନ୍ଧୀ ଭବନରେ ମଙ୍ଗଳବାର ‘ନୂଆ-ଓ’ କାର୍ଯ୍ୟକ୍ରମ ମାଧ୍ୟମରେ ‘ବିଶ୍ୱ ଓଡିଆ ଭାଷା ସମ୍ମିଳନୀ’ ଉପଲକ୍ଷେ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ […]

ଉଷାଦେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଳିକା ଆତ୍ମସୁରକ୍ଷା ଶିବିର ଉଦଯାପିତ

30 January 2024 anwesan.live 0

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ଅଧ୍ୟକ୍ଷା ପ୍ରାଧ୍ୟାପିକା ସଲୀଳା ବାରିକଙ୍କ ପୌରାହିତ୍ୟ ଓ କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା […]

ବାଳିକା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟନ

30 January 2024 anwesan.live 0

କେନ୍ଦ୍ରାପଡ଼ା, ୩୦ା୧: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମସୁରକ୍ଷା ଶିବିରର ଉଦ୍‌ଘାଟନ ହୋଇଯାଇଛି । ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ସରକାରଙ୍କର ଏହା ଏକ ନିଆରା ପଦକ୍ଷେପ […]

କେନ୍ଦ୍ରାପଡ଼ାର ନୂତନ ଜିଲ୍ଲାପାଳ ଭାବେ ଯୋଗଦେଲେ ସୂର୍ଯ୍ୟବଂଶୀ ମୟୂର ବିକାଶ : ଦୁର୍ବଳତମ ଲୋକଙ୍କ ନିକଟରେ ପହଂଚିବ ଜିଲ୍ଲା ପ୍ରଶାସନ , ସୂଚନାଦେଲେ ଗଣମାଧ୍ୟମକୁ

30 January 2024 anwesan.live 0

କେନ୍ଦ୍ରାପଡ଼ା, ୩୦/୦୧: କେନ୍ଦ୍ରାପଡ଼ାର ନୂତନ ଜିଲ୍ଲାପାଳଭାବେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସୂର୍ଯ୍ୟବଂଶୀ ମୟୂର ବିକାଶ ଯୋଗଦାନ କରିଛନ୍ତି । ମଙ୍ଗଳବାର ସକାଳେ ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀଶ୍ରୀ ସିଦ୍ଧ ବଳଦେବଜୀୟୁଙ୍କୁ ଦର୍ଶନ ଓ […]

ଆନ୍ଦୋଳନ ପାଇଁ ଓଷ୍ଟାର ପ୍ରସ୍ତୁତି ବୈଠକ

30 January 2024 anwesan.live 0

କେନ୍ଦ୍ରାପଡ଼ା, ୩୦ା୧: ମାଧ୍ୟମିକ ସ୍କୁଲ ଶିକ୍ଷକ, ଶିକ୍ଷିକା ଓ କର୍ମଚାରୀମାନଙ୍କର ବିଭିନ୍ନ ସମସ୍ୟା ନେଇ ଓଡିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ସଂଘ(ଓଷ୍ଟା) ବ୍ଲକଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ବିଭିନ୍ନ ସମୟରେ ଆନ୍ଦୋଳନ କରିଥିଲେ ମଧ୍ୟ ସରକାର […]

ରାଜଶ୍ରୀର ପ୍ରମୁଖ କର୍ମକର୍ତ୍ତାମାନେ ଗୋଟିଏ ମଞ୍ଚରେ ସମ୍ବର୍ଦ୍ଧିତ

30 January 2024 anwesan.live 0

କେନ୍ଦ୍ରାପଡ଼ା, ୩୦ା୧: ରାଜ୍ୟର ଅଗ୍ରଣୀ ସାରସ୍ୱତ ପ୍ରତିଷ୍ଠାନ ଦିତୀୟ ଭଞ୍ଜ ସାହିତ୍ୟ ସଂସ୍କୃତି ସଂସଦ ଆନୁକୂଲ୍ୟରେ ପ୍ରାୟୋଜିତ ଗୋଲକ ଚନ୍ଦ୍ର ଭଞ୍ଜଙ୍କ ୧୨୮ତମ ଜୟନ୍ତୀ ଉତ୍ସବ ଓ ସାରସ୍ୱତ ସମାରୋହ ଅବସରରେ ରାଜଶ୍ରୀ କଳା […]

ଗାନ୍ଧିବାଦୀ ସଂଗଠନ ପକ୍ଷରୁ ବର୍ଷବ୍ୟାପୀ ପ୍ରାୟଶ୍ଚିତ ଓ ସଂକଳ୍ପ ଅଭିଯାନ ଉଦ୍‌ଯାପିତ

30 January 2024 anwesan.live 0

କେନ୍ଦ୍ରାପଡ଼ା, ୩୦/୧: ସମଗ୍ର ବିଶ୍ୱରେ ଗାନ୍ଧିଜୀଙ୍କ ବିଚାର ଓ ବ୍ୟକ୍ତିତ୍ୱ ପ୍ରତି ଆଦର ଓ ଆକର୍ଷଣ ବୃଦ୍ଧି ପାଉଥିବାବେଳେ ଦେଶ ଭିତରେ ଗାନ୍ଧିଜୀଙ୍କ ପ୍ରତି ଘୃଣାଭାବ ସୃଷ୍ଟି କରିବା ପାଇଁ ଗାନ୍ଧୀ ହତ୍ୟାକାଳରୁ ଆଜିଯାଏ […]

ମହାନଦୀ ଫେରିଘାଟ ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା : ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

30 January 2024 anwesan.live 0

କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ବାହାକୂଦ-ମୂଷାଡ଼ିଆ ମହାନଦୀ ଫେରିଘାଟ ମଝିରେ ଯାତ୍ରୀବାହୀ ଡ଼ଙ୍ଗା ଫସିଥିବା ବେଳେ ଅଳ୍ପକେ ୫୦ଜଣ ଯାତ୍ରୀ ବର୍ତ୍ତିଯାଇଛନ୍ତି । ସୂଚନାଯୋଗ୍ୟ, ମହାକାଳପଡ଼ା ବ୍ଲକ ବାହାକୂଦ-ମୂଷାଡ଼ିଆ ଫେରିଘାଟର ମଙ୍ଗଳବାର ଭୋରରୁ ବାହାକୁଦ […]

ଘଡିଆମାଳ-ନୂଆଗାଁ ଛକରେ ସ୍କୁଟି ଉପରେ ଚଢିଗଲା ହାଇୱା, ସ୍କୁଟି ଚାଳକ ମୃତ ; ପ୍ରତିବାଦରେ ରାସ୍ତାରୋକ

30 January 2024 anwesan.live 0

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଘଡିଆମାଳ ପଚାଂୟତ ନୂଆଗାଁ ଛକରେ ଘଙ୍କିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ନୁଆଗାଁର ହରିଶ୍ଚନ୍ଦ୍ର ପାଣ୍ଡବ(୫୨) କ୍ଷୀର ବିକ୍ରିକରି ସ୍କୁଟିରେ ଘରକୁ ଫେରୁଥିବା ବେଲେ ରାଜନଗର ଅଭିମୁଖେ […]

ଅବହେଳିତ ପଟ୍ଟାମୁଣ୍ଡାଇ ପ୍ରସଙ୍ଗ, ପଟ୍ଟାମୁଣ୍ଡାଇ ବାସୀଙ୍କ ଶୂନ୍ୟ ନେତୃତ୍ୱ ପାଇଁ ସହରିକରଣରେ ବାଧା

29 January 2024 anwesan.live 0

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ନିର୍ବାଚନମଣ୍ଡଳୀକୁ ସୀମା ପୁନଃ ନିର୍ଦ୍ଧାରଣ ବେଳେ ଭାଗ ଭାଗ କରି ରାଜନଗର, କେନ୍ଦ୍ରାପଡ଼ା ଓ ଆଳି ବିଧାନସଭା ଆସନରେ ମିଶାଇ ଦିଆଯାଇଛି । ପଟ୍ଟାମୁଣ୍ଡାଇର ୧୯ ଟି ପଂଚାୟତ ଓ […]

୧୯୮୭ ବ୍ୟାଚ ବଳଦେବ ହାଇସ୍କୁଲ ଛାତ୍ରଙ୍କ ବନ୍ଧୁମିଳନ

29 January 2024 anwesan.live 0

କେନ୍ଦ୍ରାପଡ଼ା, ୨୯/୧: ସମୟ ସ୍ରୋତରେ ବର୍ତ୍ତମାନ ଅତୀତ ହୋଇଯାଏ ସତ ମାତ୍ର ସେହି ଅତୀତ ପୁଣି ସ୍ମୃତିକୁ ଉଜ୍ଜିବୀତ କରି ଚେଇଁ ଉଠିଥାଏ ବନ୍ଧୁମିଳନର ରୂପରେ । କେନ୍ଦ୍ରାପଡାସ୍ଥିତ ବଳଦେବ ହାଇସ୍କୁଲର ୧୯୮୭ ବ୍ୟାଚ […]

ଟି.ଏସ. ଗୁରୁକୁଳର ଦଶମ ବାର୍ଷିକ ଉତ୍ସବ

29 January 2024 anwesan.live 0

କେନ୍ଦ୍ରାପଡ଼ା,୨୯ା୧ : ସହର ଉପକଣ୍ଠ ଉଦୟନଗରସ୍ଥିତ ସଂସ୍କୃତି ଭବନରେ ଟି.ଏସ. ଗୁରୁକୁଳର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଉଦଘାଟକ ଭାବେ ଡ. ସୁଧାକର କର ଯୋଗଦେଇ […]

ମେଡିକାଲ କଲେଜ ଦାବିରେ ଫେବୃଆରୀ ୮ରେ ପଟ୍ଟାମୁଣ୍ଡାଇ ବ୍ଲକରେ ଧାରଣା

29 January 2024 anwesan.live 0

କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ପ୍ରତି ସରକାର ଟାଳଟୁଳ ନୀତି ଅବଲମ୍ବନ କରୁ ଥିବାରୁ ମିଳିତ କ୍ରିୟାନୁଷ୍ଠାନ କମିଟି ପ୍ରଥମ ଥର ପାଇଁ ଆନ୍ଦୋଳନକୁ ଜିଲ୍ଲା ସ୍ତରରୁ ବ୍ଲକ ସ୍ତରକୁ ନେବାକୁ […]

No Image

କୁନ୍ଦୁପୁର-ବାବର ପୂର୍ତ୍ତବିଭାଗ ରାସ୍ତାର ଶିଳାନ୍ୟାସ ଓ କୁନ୍ଦୁପୁର ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପର ଲୋକାର୍ପିତ କଲେ ବିଧାୟକ

29 January 2024 anwesan.live 0

ରାଜନଗର ବିଧାୟକ ଧୃବ ସାହୁ କୁନ୍ଦୁପୁର-ବାବର ପୂର୍ତ ବିଭାଗ ରାସ୍ତାର ପ୍ରଶସ୍ତି ଓ ଉନ୍ନତିକରଣ ପାଇଁ ଶିଳାନ୍ୟାସ କରିଛନ୍ତି । କୁନ୍ଦୁପୁରଠାରୁ ବଡପଲୀ-ବାବର ପର୍ଯ୍ୟନ୍ତ ଯାଇଥିବା ରାସ୍ତାର ୭କିଲୋମିଟର ପର୍ଯ୍ୟନ୍ତ ରାସ୍ତାକୁ ୧୦କୋଟି ଟଙ୍କା […]