
ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବର ବୃକ୍ଷରୋପଣ ମେଧାବୀ ଛାତ୍ର ଦ୍ୱାରା ବୃକ୍ଷରୋପଣ କରାଇ ପ୍ରଧାନ ଶିକ୍ଷୟିତ୍ରୀ ପ୍ରଶଂସିତ
କେନ୍ଦ୍ରାପଡ଼ା, ୨୫ା୪:ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ,କୁଶିଆପାଳ ଇକୋ କ୍ଲବ ପକ୍ଷରୁ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶୁଭ୍ରାଲିନ୍ ଜେନା ସଭାପତିତ୍ୱ କରିଥିଲେ । ଗ୍ରୀଷ୍ମର […]