
ଗ୍ରାମେଶ୍ୱର ମହୋତ୍ସବ ଅନୁଷ୍ଠିତ , ପୂଜ୍ୟପୂଜାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ
କେନ୍ଦ୍ରାପଡ଼ା,୨୮ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ଗ୍ରାମପଞ୍ଚାୟତର ଜଣ୍ଟିଲୋ ଗ୍ରାମରେ ଗ୍ରାମେଶ୍ୱର ମହୋତ୍ସବ ପବିତ୍ର ଜାଗର ଅବସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ରବୀନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହୋତ୍ସବରେ କୃଷିବିଜ୍ଞାନକେନ୍ଦ୍ରର […]