
ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ଉତ୍ସବ
କେନ୍ଦ୍ରାପଡା,୩୦ା୩: ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ଊନବିଂଶ ବାର୍ଷିକ ବନ୍ଧୁମିଳନ ଓ ପ୍ରତିଭା ସମ୍ମାନ ପ୍ରଦାନ ଉତ୍ସବ ସ୍ଥାନୀୟ ଗୌରୀଶଙ୍କର ହୋଟେଲ୍ରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଭାପତି ପୂର୍ଣ୍ଣନନ୍ଦ ବିଶ୍ୱାଳ ସଭାପତିତ୍ୱ […]