
କେନ୍ଦ୍ରାପଡା କଲେଜରେ ମାଇଁ ଏନସିସି ଆଲୁମିନି ଆସୋସିଏସନର ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ
କେନ୍ଦ୍ରାପଡ଼ା,୧୮ା୩ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅକାମି ହୋଇ ପଡିଥିବା ଶୁଦ୍ଧ ପାନୀୟଜଳ ପ୍ରକଳ୍ପକୁ ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ କାର୍ଯ୍ୟକ୍ଷମ କରାଯାଇଛି। ଏହି ପ୍ରକଳ୍ପକୁ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର […]