ରେଡ଼ିଓ ଭାବଗ୍ରାହୀର ୪ର୍ଥ ସ୍ୱନକ୍ଷତ୍ର ଦିବସ ସମାରୋହ

5 March 2025 anwesan.live 0

କେନ୍ଦ୍ରାପଡ଼ା,୪ା୩: ପୂର୍ବାହ୍ନରେ ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ର ବାରୁଅସ୍ଥିତ ରେଡ଼ିଓ ଭାବଗ୍ରାହୀର ୪ର୍ଥ ସ୍ୱନକ୍ଷତ୍ର ଦିବସ ଉତ୍ସବ ଭାବଗ୍ରାହୀ କଳା ନିକେତନର ଅକ୍ଷୟ ମହାନ୍ତି କକ୍ଷରେ ମହାସମାରୋହରେ ପାଳିତ ହୋଇଯାଇଛି। ରେଡ଼ିଓ ଭାବଗ୍ରାହୀର […]

ଗାଁଦାଣ୍ଡରେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ଘଟଣା ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା

5 March 2025 anwesan.live 0

କେନ୍ଦ୍ରାପଡା,୪ା୩: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଏକ ଗ୍ରାମର ଜନୈକ ମହିଳାଙ୍କୁ ଗାଁଦାଣ୍ଡରେ ଉଲଗ୍ନ କରି ମାଡ ମାରିବା ଘଟଣାରେ ସଦର ଥାନା ପୋଲିସ ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା ରୁଜୁ କରିବା […]

ଆସୁଛି ଦଳୀୟ ନିର୍ବାଚନ ବିଜେଡି ପକ୍ଷରୁ ସହକାରୀ ନିର୍ବାଚନ ଅଧିକାରୀ ନିଯୁକ୍ତ

5 March 2025 anwesan.live 0

କେନ୍ଦ୍ରାପଡ଼ା, ୪ା୩ : ଦଳୀୟ ନିର୍ବାଚନ ନିମନ୍ତେ ବିଜୁ ଜନତାଦଳ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୈାରାଞ୍ଚଳ ପାଇଁ ସହକାରୀ ନିର୍ବାଚନ ଅଧିକାରୀମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଏନେଇ ମଙ୍ଗଳବାର ଗରାପୁରସ୍ଥିତ […]

ପୁନର୍ବାସ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ

5 March 2025 anwesan.live 0

କେନ୍ଦ୍ରାପଡା,୪ା୩: ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯରତ ପୁନର୍ବାସ ଅନୁଷ୍ଠାନ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ ଫାଲଗୁନ ଶୁକ୍ଳ ପଞ୍ଚମୀର ପବିତ୍ର ତିଥିରେ କରାଯାଇଛି। ଏଥି ନିମନ୍ତେ ସ୍ଥାନୀୟ ମାଧପୁରସ୍ଥିତ ଅମର ଉଦ୍ୟାନଠାରେ ଓଡ଼ିଶା ନଲେଜ୍ […]

ରାଜନଗର ସିଡିପିଓଙ୍କ ଦୁର୍ବ୍ୟବହାର ପ୍ରତିବାଦ ବଦଳି ଦାବି କଲେ ଅଙ୍ଗନୱାଡି କର୍ମୀ

5 March 2025 anwesan.live 0

କେନ୍ଦ୍ରାପଡ଼ା,୪ା୩: ରାଜନଗରର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (ସିଡିପିଓ)ଙ୍କ ଅଙ୍ଗନୱାଡି କର୍ମୀଙ୍କ ପ୍ରତି ଅଶାଳୀନ ବ୍ୟବହାରରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ରାଜନଗର ଅଙ୍ଗନୱାଡି କର୍ମୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦୁର୍ନୀତି […]

ନେହେରୁ ଯୁବକେନ୍ଦ୍ର ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା

5 March 2025 anwesan.live 0

କେନ୍ଦ୍ରାପଡ଼ା, ୪ା୩ : ନେହେରୁ ଯୁବକେନ୍ଦ୍ର ଓ ମୋ ଭାରତ ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କବାଡି, ଫୁଟବଲ୍‌, ସ୍ଲୋ ସାଇକେଲ […]

ସେମିଫାଇନାଲରେ କୋହଲିଙ୍କ କମାଲ ଅଷ୍ଟ୍ରେଲିଆକୁ ୪ ୱିକେଟରେ ହରାଇ ଫାଇନାଲରେ ଭାରତ

5 March 2025 anwesan.live 0

ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ […]

ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ବୈଠକ

4 March 2025 anwesan.live 0

କେନ୍ଦ୍ରାପଡା, ତା.୦୪.୦୩.୨୦୨୫ରିଖ:- ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ଏକ ବୈଠକ ଆଜି ପୂର୍ବାହ୍ଣ ଘ. ୧୦:୩୦ ମିନିଟ ସମୟରେ ଜିଲ୍ଲା ପରିଷଦ ସଭାଗୃହଠାରେ ଅରବିନ୍ଦ ମହାପାତ୍ର, ମାନ୍ୟବର ବିଧାୟକ, ପାଟକୁରାଙ୍କ ପ୍ରତ୍ୟକ୍ଷ […]

ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ କେନ୍ଦ୍ରାପଡା ବ୍ଲକ ଓ ନଗର ବିଜେଡିର ପ୍ରତିବାଦ ରାଜ୍ୟପାଳଙ୍କୁ ଦାବିପତ୍ର

4 March 2025 anwesan.live 0

କେନ୍ଦ୍ରାପଡା,୧ା୪: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ପ୍ରତିବାଦ କରି ବ୍ଲକ ଓ ନଗର ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଯେ ରାଜ୍ୟ ସରକାର ଏକ […]

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

3 March 2025 anwesan.live 0

କେନ୍ଦ୍ରାପଡ଼ା,୩ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. […]

ବହୁବିଧ ମେଗା ସ୍ୱାସ୍ଥ୍ୟ ଶିବିର

3 March 2025 anwesan.live 0

କେନ୍ଦ୍ରାପଡ଼ା,୩ା୩: ନଡିଆବରେଇ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମା’ଗଜଲକ୍ଷ୍ମୀ ସାଂସ୍କୃତିକ ପରିଷଦ ଓ ନଡିଆବରେଇ ଗ୍ରାମପଞ୍ଚାୟତର ଯୁବକସଙ୍ଘ ଦ୍ୱାରା ହାଇଟେକ ମେଡିକାଲ କଲେଜର ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଏକ ମାଗଣା ବହୁବିଧ ମେଗା ସ୍ୱାସ୍ଥ୍ୟସେବା […]

କେନ୍ଦ୍ରାପଡା ସଦରମହକୁମାରେ ମିଳିତ ଜନଅଭିଯୋଗ ଶୁଣାଣି ଶିବିର

3 March 2025 anwesan.live 0

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ […]

କେନ୍ଦ୍ରାପଡା ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ଓ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର

3 March 2025 anwesan.live 0

କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ, କଲେଜରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି, ୫ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ରହିଥିବା ଅଧ୍ୟାପକ/ଅଧ୍ୟାପିକାଙ୍କୁ ବଦଳି କରାଯିବା, ବର୍ଷବର୍ଷ ଧରି ଚାଲିଥିବା ବ୍ୟାପକ […]

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି ବୈଠକ

1 March 2025 anwesan.live 0

କେନ୍ଦ୍ରାପଡା,୧ା୩: ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି (ଦିଶା)ର ଦ୍ୱିତୀୟ ବୈଠକ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶନିବାର ଜିଲ୍ଲା ପରିଷଦ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ପୂର୍ବ ବୈଠକରେ […]

ସରକାରୀ ଓଲଢି ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷାର ଶୁଭାରମ୍ଭ

1 March 2025 anwesan.live 0

କେନ୍ଦ୍ରାପଡ଼ା,୧ା୩: ଡେରାବିଶ ବ୍ଲକ ଅନ୍ତର୍ଗତ ଚାଟରାଚକଡା ପଞ୍ଚାୟତର ରାମଚନ୍ଦ୍ର ନୋଡାଲ ଉଚ୍ଚବିଦ୍ୟାଳୟ କ୍ଲଷ୍ଟରର ସରକାରୀ ଓଲଢି ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷାର ଉଦ୍‌ଘାଟନ ଉତ୍ସବ ପାଳନ ହୋଇଯାଇଛି । ଏହି ଉଦ୍‌ଘାଟନ ଉତ୍ସବରେ […]

ବିପୁଳ ପରିମାଣର ଚୋରାମଦ ଜବତ, ୫ କୋର୍ଟଚାଲାଣ

1 March 2025 anwesan.live 0

କେନ୍ଦ୍ରାପଡ଼ା,୧ା୩: କେନ୍ଦ୍ରାପଡ଼ା ଟାଉନ ଓ ନିକିରାଇ ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଚୋରାମଦ ଜବତ କରାଯାଇଛି। ସୂଚନା ଅନୁଯାୟୀ ଚୋରା ମଦ ବିକ୍ରି ହେଉଥିବାର […]