
ଦିହୁଡିପୁର ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ
ପଟ୍ଟାମୁଣ୍ଡାଇ ତା ୩.୭-ଆଜି ପଟ୍ଟାମୁଣ୍ଡାଇ ବ୍ଲକର ଦିହୁଡିପୁର ପଞ୍ଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦିହୁଡି ପୁର ସରପଞ୍ଚ ନରେଶ ମଲିକ ପ୍ରମୁଖ […]