ପୁରାତନ ବିଦ୍ୟାର୍ଥୀଙ୍କ ସହଯୋଗରେ ବିଦ୍ୟାଳୟର ଗୌରବ ଓ ଗାରିମା ଅକ୍ଷୁର୍ଣ୍ଣ ରହିପାରିବ 29 June 2025 ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ୨୯/୬- କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦର ୧୫ତମ ବାର୍ଷିକ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ କେନ୍ଦ୍ରାପଡ଼ା ଜିଲ୍ଲାର ମହାନ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲର ବହୁ…
ଶ୍ରୀବଳଦେବଜିଉଙ୍କ ‘ତୁଳସି ରସିଆ’ ନୃତ୍ୟରେ ଭାବ ବିହୋଳିତ ହେଲେ ଦର୍ଶକ , 21 June 2025 ଜିଲ୍ଲା ସ୍ତରୀୟ ବିକାଶ ମେଳାରେ ସାଂସ୍କୃତିକ ସଂନ୍ଧ୍ୟାରେ ଫିଟ ଅଫ ଫାୟାର ଏକାଡେମୀର ନୃତ୍ୟ ଚିତାର୍କଶକ ଥିଲା ନୃତ୍ୟ ମାଧ୍ୟମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ପଟ୍ଟାମୁଣ୍ଡାଇ ୧୯/୬ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ତଥା ଜିଲ୍ଲା ସ୍ତରୀୟ ବିକାଶ ମେଳା ଅବସରରେ ପ୍ରତ୍ୟକ ସନ୍ଧ୍ୟାରେ ଭିନ୍ନଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା। ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଅବସରରେ ଜିଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା କଳାକାରଙ୍କ ଚିତାକର୍ଶକ ନୃତ୍ୟ ଦର୍ଶକ ମାନଙ୍କ ମନ ମୋହିଥିବା…
ବର୍ଣ୍ଣବିଭା ସାହିତ୍ୟ ପତ୍ରିକା ଉନ୍ମୋଚିତ 17 June 2025 ପଟ୍ଟାମୁଣ୍ଡାଇ ତା ୧୭/୬- ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟରେ ଗାଳ୍ପିକା ସରସ୍ୱତୀ ବେହେରାଙ୍କ ସମ୍ପାଦିତ ସାହିତ୍ୟ ପତ୍ରିକା ” ବର୍ଣ୍ଣବିଭା” ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ କବି ପୀତାମ୍ବର ତରାଇଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ କବି ଗାନ୍ଧିବାଦୀ ଗବେଷକ ଶୈଳଜ ରବି ମୁଖ୍ୟଅତିଥି, କେନ୍ଦ୍ର ସାହିତ୍ୟଏକାଡେମୀ ପୁରସ୍କାପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ଅସିତ୍ ମହାନ୍ତି ମୁଖ୍ୟବକ୍ତା, କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ବରେଣ୍ୟ ଅତିଥି,କେନ୍ଦ୍ର ସାହିତ୍ୟ ପୁରସ୍କାର ପ୍ରାପ୍ତ ଅନୁବାଦକ ସୁଭାଷ ଶତପଥୀ…
ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର, 16 June 2025 କେନ୍ଦ୍ରାପଡା ୧୬/୬- କେନ୍ଦ୍ରାପଡା ଜିଲା ଆଳି ଥାନା ଅନ୍ତର୍ଗତ କୋଳଡିହ ପଞ୍ଚାୟତର ଓଁଳାଡିହା ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗାଁ ନିକଟ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରର ଜଣେ ମହିଳା ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ମହିଳା ଜଣଙ୍କ ଓଁଳାଡିହା ଗାଁର କାଜଲ ମହାନ୍ତି (୪୦) । ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ ଘଟିଥିବା ସୂଚନା ମିଳିଛି। ଘରେ ପହଞ୍ଚି ଝିଅଟି ଘଟଣା ବିଷୟରେ ଜଣାଇବା…
ସମାଜସେବୀ ମହେଶ୍ୱର ବିଶ୍ୱାଳଙ୍କ ଶ୍ରଦ୍ଧାଞ୍ଜଳି ସଭା 9 June 2025 ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ବ୍ଲକ ୧୭ନ ଜୋନ ଜିଲ୍ଲାପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳଙ୍କ ପିତା ସମାଜସେବୀ ମହେଶ୍ୱର ବିଶ୍ୱାଳଙ୍କ ଏକାଦଶାହ ଅବସରରେ ସୁଜନପୁର ଠାରେ ରବିବାର ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା,ରାଜନଗର ବିଧାୟକ ଧୁବ ସାହୁ, ପୂର୍ବତନ ବିଧାୟକ କିଶୋର ତରାଇ,ଅଂଶୁମାନ ମହାନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଲିଳିତା ଦାସ ଉପାଧ୍ୟକ୍ଷ ଭୀଷ୍ମ ମହାନ୍ତି, ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ,…
ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ପକ୍ଷରୁ ବୃକ୍ଷରୋପଣ 9 June 2025 ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଅବସରରେ ହାଇସ୍କୁଲ ଖେଳ ପଡିଆ ପାର୍ଶ୍ୱରେ ଥିବା ଗୋବରୀ ନଦୀ କୂଳରେ ବୃକ୍ଷ ରୋପଣ କରାଯାଇଥିଲା । ପୁରାତନ ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ନେତୃତ୍ୱରେ ଉପଦେଷ୍ଟା ପ୍ରଫେସର ଅନିରୁଦ୍ଧ ରାଉଳ, ପ୍ରଫେସର କୈଳାଶ ଚନ୍ଦ୍ର ପାତ୍ର, ପ୍ରଫେସର ରମେଶ ଚନ୍ଦ୍ର ଜେନା, ପ୍ରଫେସର ଭରତ ଚନ୍ଦ୍ର ପାତ୍ର, କାର୍ଯ୍ୟକାରୀ…
ହରା ଭାରତ ପକ୍ଷରୁ ଚାରା ବଂଟନ କାର୍ଯ୍ୟକ୍ରମ 9 June 2025 ପଟ୍ଟାମୁଣ୍ଡାଇ ୯/୬ – କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଅଗ୍ରିମ ସାମାଜିକ ସଂଗଠନ ହରା ଭାରତର ପକ୍ଷରୁ ୭ମ ଚାରା ବଂଟନ କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାର୍ଶାଘାଇ ବ୍ଲକ ସହକାରୀ ଶିକ୍ଷାଧିକାରୀ ଚନ୍ଦ୍ରଶେଖର ତ୍ରିପାଠୀ, ପୋଖରୀଆ ପଡା କ୍ଲଷ୍ଟର ସିଆରସିସି ମଳୟ ଜେନା ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ସାମ୍ପ୍ରତିକ ସମୟରେ ପରିବେଶ ସୁରକ୍ଷା ଜରୁରୀ ହୋଇ ଥିବାରୁ ବ୍ୟାପକ ଚାରା…
ଶିମିଳିଆ ମାଇନର କେନାଲ ରେ ପାଣି ଆସୁନାହିଁ, ୧୮ରେ ଚାଷୀ ଧାରଣା 9 June 2025 ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୧ ଅଧୀନରେ ଥିବା ଶିମିଳିଆ ମାଇନର କେନାଲରୁ ବର୍ଷ ବର୍ଷ ଧରି ଚାଷଜମିକୁ ସଠିକ ଜଳସେଚନ ହୋଇପାରୁନାହିଁ । ଫଳରେ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେଉଛି । ଏହି ମାଇନର କେନାଲର ଉନ୍ନତିକରଣ ଓ ମରାମତି କରି ଚାଷ ଜମିକୁ ପାଣି ଯୋଗାଇବା ପାଇଁ ସ୍ଥାନୀୟ ଚାଷୀମାନେ ବାରମ୍ବାର ଜଳସମ୍ପଦ ବିଭାଗ ଉଚ୍ଚ କତୃପକ୍ଷଙ୍କ ନିକଟରେ ଗୁହାରି କରିଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ ।…
ଗ୍ରୀଷ୍ମକାଳୀନ ନିଃଶୁଳ୍କ ଚେସ୍ ପ୍ରଶିକ୍ଷଣ ଶିବିର ସମାପନ ଦିବସ 6 June 2025 କେନ୍ଦ୍ରାପଡା,୬ା୬: କେନ୍ଦ୍ରାପଡା ଜିଲ୍ଲା ଚେସ୍ ଆସୋସିଏସନ ପକ୍ଷରୁ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ କକ୍ଷରେ ଗ୍ରୀଷ୍ମକାଳୀନ ନିଃଶୁଳ୍କ ଚେସ୍ ପ୍ରଶିକ୍ଷଣ ଶିବିର ଆଜକୁ ୮ ଦିନଧରି ଅନୁଷ୍ଠିତ ହେଉଥିବା ପ୍ରଶିକ୍ଷଣ ଶିବିରକୁ ବିଧିବଧ ଭାବରେ ନୂତନ ଭାବରେ ଚୟନ ହୋଇଥିବା କେନ୍ଦ୍ରାପଡ଼ା ଚେସ ଆସୋସିଏସନ୍ର ସଭାପତି କିଶୋର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ସମରୋପ ଉତ୍ସବ ସଭାପତି ନିଜର ଅଭିଭାଷଣରେ କେନ୍ଦ୍ରାପଡ଼ା ପିଲାମାନଙ୍କର ଖେଲୁଆଡ ମନବୃତିକୁ ନେଇ କେନ୍ଦ୍ରାପଡ଼ା ତିନିମୁହାଣି ନିକଟରେ ଏକ…
ଅନଲାଇନରେ ଶିଶୁକୁ କରାଯାଉଥିବା ଯୌନ ଶୋଷଣ ଓ ଦୁର୍ବ୍ୟବହାର ସୁରକ୍ଷା ସମ୍ପର୍କରେ ଆଇନଗତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ 6 June 2025 ନିକିରାଇ ଆଇଆଇସି ପଦ୍ମାଳୟା ପ୍ରଧାନଙ୍କୁ ଶିଶୁମିତ୍ର ପୋଲିସ ଅଧିକାରୀ ଭାବେ ସମ୍ବର୍ଦ୍ଧିତ କେନ୍ଦ୍ରାପଡା,୬ା୬: ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଚାଇଲଡ ଫଣ୍ଡ୍ ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଜିଲ୍ଲା ପରିଷଦ ସଭାଗୃହରେ ଶିଶୁ ସୁରକ୍ଷା ଉପରେ ଅନଲାଇନରେ ଶିଶୁକୁ କରାଯାଉଥିବା ଯୌନ ଶୋଷଣ ଓ ଦୁର୍ବ୍ୟବହାର ସମ୍ପର୍କରେ ଆଇନଗତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦର ସଭାପତି ସୁଶ୍ରୀ ଲିଳିତା ଦାସ ଓ ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର…