ସମାଜସେବୀଙ୍କ ଅକାଳ ବିୟୋଗ

ସମାଜସେବୀଙ୍କ ଅକାଳ ବିୟୋଗ

କେନ୍ଦ୍ରାପଡା,୧୪ା୫: କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ୧୧ୱାର୍ଡ ନିବାସୀ ଉମାକାନ୍ତ ଗୁରୁଙ୍କ ଗତ ୧୪ ତାରିଖ ସକାଳେ ତାଙ୍କ ବାସଭବନରେ ହୃଦଘାତରେ ଅକାଳ ବିୟୋଗ ଘଟିଛି । ଏହି ଖବର ପାଇ ସ୍ଥାନୀୟ ଜୟୀପୁରା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଉମାକାନ୍ତ…

“ସିନ୍ଧୁ ନଦୀର ଇତିହାସ ଓ ଭାରତ ପାକିସ୍ତାନ ମୂଳ ଚୁକ୍ତି’

ଭାରତର ଇଂରାଜୀ ନାମ ଇଣ୍ଡିଆ ମଧ୍ୟ ସିନ୍ଧୁ ନଦୀର ଇଂରାଜୀ ନାମ ଇଣ୍ଡସ୍‌ରୁ ଉଦ୍ଧୃତ । ସଂସ୍କୃତ ଭାଷାରେ ଏହି ନଦୀକୁ ସିନ୍ଧୁ ଓ ପାର୍ସୀ ଭାଷାରେ ଏହି ନଦୀକୁ ହିନ୍ଦୁ ବୋଲି କୁହାଯାଏ । ସଂସ୍କୃତରେ ସିନ୍ଧୁ ଶବ୍ଦର ଅର୍ଥ…
ଭାରତୀୟ ସେନା ସପକ୍ଷରେ ଶୋଭାଯାତ୍ରା , ଜୟ ଯବାନ ଧ୍ୱନିରେ ପ୍ରକମ୍ପିତ ପଟ୍ଟାମୁଣ୍ଡାଇ

ଭାରତୀୟ ସେନା ସପକ୍ଷରେ ଶୋଭାଯାତ୍ରା , ଜୟ ଯବାନ ଧ୍ୱନିରେ ପ୍ରକମ୍ପିତ ପଟ୍ଟାମୁଣ୍ଡାଇ

ପଟ୍ଟାମୁଣ୍ଡାଇ ତା ୯/୫- ସମଗ୍ର ବିଶ୍ୱରୁ ଆତଙ୍କବାଦ ହଟାଇବା ପାଇଁ ଆତଙ୍କବାଦ ବିରୋଧରେ ଲଢେଇ କରୁଥିବା ଭାରତ ପେହେଲଗାମ ଆକ୍ରମଣ ପ୍ରତିବାଦରେ ପାକିସ୍ତାନ ଆତଙ୍କବାଦୀ ଶିବିର ଧ୍ବଂସ ସହ ପାକିସ୍ତାନକୁ ସବକ ଶିଖାଇବା ପାଇଁ ଭାରତୀୟ ସେନା ଅପୂର୍ବ ସାହାସିକତାର ସହ…
ଜବରଦଖଲ ଯୋଗୁଁ ପୋତି ହୋଇଗଲାଣି ବ୍ରୀଟିସ ଅମଳର ସାଇଫନ ଜଳ ନିଷ୍କାସନରେ ବାଧା, ଫସଲହାନି

ଜବରଦଖଲ ଯୋଗୁଁ ପୋତି ହୋଇଗଲାଣି ବ୍ରୀଟିସ ଅମଳର ସାଇଫନ ଜଳ ନିଷ୍କାସନରେ ବାଧା, ଫସଲହାନି

ପଟ୍ଟାମୁଣ୍ଡାଇ ୨୨/୪–କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ଶହଶହ ଏକର ଚାଷଜମୀ ନଷ୍ଟ ହେଉଥିବା ବେଳେ ବାଡିବଗିଚା ସନ୍ତସନ୍ତିଆ ଅବସ୍ଥାରେ ପଡିରହୁଛି । ଅଳଭା ଘେରିରୁ ଜଳନିସ୍କାଷନ ପାଇଁ ବ୍ରୀଟିସ ଅମଳରୁ…
ଆତଙ୍କବାଦୀ ଆକ୍ରମଣ ବେଳେ  ସୁରକ୍ଷା ବାହିନୀର ଅନୁପସ୍ଥିତି କାହିଁକି ଥିଲା? ସର୍ବଦଳୀୟ ବୈଠକରେ ବିରୋଧୀଙ୍କ ପ୍ରଶ୍ନ

ଆତଙ୍କବାଦୀ ଆକ୍ରମଣ ବେଳେ ସୁରକ୍ଷା ବାହିନୀର ଅନୁପସ୍ଥିତି କାହିଁକି ଥିଲା? ସର୍ବଦଳୀୟ ବୈଠକରେ ବିରୋଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୫/୪: ଜମ୍ମୁ ଏବଂ କଶ୍ମୀରର ପହଲଗାମର ବୈସାରନ ଘାଟିରେ ମଙ୍ଗଳବାର (୨୨ ଏପ୍ରିଲ) ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ କେନ୍ଦ୍ର ସରକାର ଡାକିଥିଲେ। ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନ ବିରୋଧରେ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନର ଗୋଟିଏ ଦିନ…
ସତ୍ୟସାଇ ସେବା ସମିତି ପକ୍ଷରୁ ଆରାଧନା ମହୋତ୍ସବ

ସତ୍ୟସାଇ ସେବା ସମିତି ପକ୍ଷରୁ ଆରାଧନା ମହୋତ୍ସବ

ପଟ୍ଟାମୁଣ୍ଡାଇ,୨୫/୪- ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁର ଶାସନ ସତ୍ୟସାଇ ସେବା ସମିତି ପକ୍ଷରୁ ଆରାଧନା ମହୋତ୍ସବ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ସହ ଏକ ମାଗଣା ଚିକିତ୍ସା ସ୍ବାସ୍ଥ୍ୟ ଶିବିର ଅନୁ‌ଷ୍ଠିତ ହୋଇଯାଇଛି। ଡାକ୍ତର ରଶ୍ମି ରଂଜନ ମହାନ୍ତିଙ୍କ…
ଗ୍ରୀଷ୍ମକାଳୀନ ବ୍ୟାଡମିଣ୍ଟନ ଶିବିର ଉଦ୍‌ଘାଟିତ

ଗ୍ରୀଷ୍ମକାଳୀନ ବ୍ୟାଡମିଣ୍ଟନ ଶିବିର ଉଦ୍‌ଘାଟିତ

କେନ୍ଦ୍ରାପଡ଼ା,୨୫ା୪: ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ତରଫରୁ ଓ ଜିଲ୍ଲା ପ୍ରଶାସନ(କ୍ରୀଡା ବିଭାଗ) ଆନୁକୂଲ୍ୟରେ ଇଚ୍ଛାପୁରସ୍ଥିତ ଶ୍ୟାମଗୁଡିଆ ଏବଂ ପଟ୍ଟାମୁଣ୍ଡାଇର ପୋଖରୀଆପଡାଠାରେ ଥିବା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମଠାରେ ଏକ ଗ୍ରୀଷ୍ମକାଳୀନ ବ୍ୟାଡମିଣ୍ଟନ ଶିବିର କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ…
ଜିଲ୍ଲାସ୍ତରୀୟ ରାଜସ୍ୱ ଅମଲା କ୍ୟାଡର ପୁନର୍ଗଠନ ଦାବି

ଜିଲ୍ଲାସ୍ତରୀୟ ରାଜସ୍ୱ ଅମଲା କ୍ୟାଡର ପୁନର୍ଗଠନ ଦାବି

କେନ୍ଦ୍ରାପଡ଼ା,୨୫ା୪: ଓଡିଶା ରାଜସ୍ୱ ଅମଲା ସଂଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ରାଜସ୍ୱ ମନ୍ତ୍ରୀଙ୍କ କେନ୍ଦ୍ରାପଡା ଜିଲ୍ଲାଗ୍ରସ୍ତ ପରିପ୍ରେକ୍ଷୀରେ ଓଡିଶା ରାଜସ୍ୱ ଅମଲା ସଂଘର କେତେକ ପୂରଣ ଅପେକ୍ଷାରେ ଥିବା ନାର୍ଯ୍ୟ ଦାବି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ପ୍ରଦାନ କରାଯାଇଛି…
କ୍ୱିଣ୍ଟାଲ ପିଛା ୮କେଜି ଧାନ କାଟିନେବା ଘଟଣା , ଯୋଗାଣମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କଲେ ଚାଷୀ

କ୍ୱିଣ୍ଟାଲ ପିଛା ୮କେଜି ଧାନ କାଟିନେବା ଘଟଣା , ଯୋଗାଣମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କଲେ ଚାଷୀ

କେନ୍ଦ୍ରାପଡ଼ା,୨୫ା୪: ଧାନର ମାନ ପରୀକ୍ଷା କରାଯାଇ ଏହା ସଠିକ ଥିବା ଜଣାଯିବା ପରେ ମଧ୍ୟ ଜଣେ ଚାଷୀଙ୍କ ଧାନ କ୍ୱିଣ୍ଟାଲ ପିଛା ୮କେଜି କାଟିବା ଘଟଣାରେ ଚାଷୀ ଜଣଙ୍କ ନ୍ୟାୟ ପାଇବା ପାଇଁ ଯୋଗାଣମନ୍ତ୍ରୀଙ୍କୁ ଅଭିଯୋଗ କରିଛନ୍ତି। ଆଳି ବ୍ଲକ ଅନ୍ତର୍ଗତ…
ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବିଶାଳ ହିନ୍ଦୁ ଶୋଭାଯାତ୍ରା

ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବିଶାଳ ହିନ୍ଦୁ ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇ ତା ୪/୪-ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପଟ୍ଟାମୁଣ୍ଡାଇ ପ୍ରଖଣ୍ଡ ପକ୍ଷରୁ ଆଜି ସନ୍ଧ୍ୟାରେ ଏକ ବିଶାଳ ହିନ୍ଦୁ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା । ଏହି ଶୋଭାଯାତ୍ରାରେ ବିଶ୍ୱହିନ୍ଦୁ ପରିଷଦ ଜିଲ୍ଲା ସଭାପତି ଗୋପୀନାଥ ତ୍ରିପାଠୀ ସମ୍ପାଦକ ଧୀରେନ୍ଦ୍ର ସାମଲ,…
ବ୍ରାହ୍ମଣୀ ବ୍ଲକ ଗଠନ ଦାବୀକୁ ଜୋରଦାର କଲା ବ୍ଲକ ଗଣସଂଗ୍ରାମ ସମିତି

ବ୍ରାହ୍ମଣୀ ବ୍ଲକ ଗଠନ ଦାବୀକୁ ଜୋରଦାର କଲା ବ୍ଲକ ଗଣସଂଗ୍ରାମ ସମିତି

ପଟ୍ଟାମୁଣ୍ଡାଇ ତା ୨/୪- -କେନ୍ଦ୍ର ସରକାର ନିର୍ବାଚନମଣ୍ଡଳୀ ପୁନଃ ଗଠନ ପାଇଁ ପଦକ୍ଷେପ ନେଇଥିବାରୁ ରାଜ୍ୟ ସରକାର ପ୍ରଶାସନିକ ସୁବିଧା ପାଇଁ ବ୍ଲକ ପୁନଃ ଗଠନ କରିବା ପାଇଁ ଯୋଜନା କରୁଛନ୍ତି । ଏଇ ପରିପ୍ରେକ୍ଷୀରେ ପଟ୍ଟାମୁଣ୍ଡାଇ ଓ ଆଳି ବ୍ଲକର…
ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ଉତ୍ସବ

ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ଉତ୍ସବ

କେନ୍ଦ୍ରାପଡା,୩୦ା୩: ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ଊନବିଂଶ ବାର୍ଷିକ ବନ୍ଧୁମିଳନ ଓ ପ୍ରତିଭା ସମ୍ମାନ ପ୍ରଦାନ ଉତ୍ସବ ସ୍ଥାନୀୟ ଗୌରୀଶଙ୍କର ହୋଟେଲ୍‌ରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଭାପତି ପୂର୍ଣ୍ଣନନ୍ଦ ବିଶ୍ୱାଳ ସଭାପତିତ୍ୱ କରିଥିବା ବେଳେ ସାଧାରଣ ସମ୍ପାଦକ ନରୋତ୍ତମ…
ଜିଲ୍ଲା ଓକିଲ ସଙ୍ଘ ନିର୍ବାଚନ ଅନୁଷ୍ଠିତ ମମତାମୟୀ ଅତିରିକ୍ତ ଯୁଗ୍ମସମ୍ପାଦକ ନିର୍ବାଚିତ

ଜିଲ୍ଲା ଓକିଲ ସଙ୍ଘ ନିର୍ବାଚନ ଅନୁଷ୍ଠିତ ମମତାମୟୀ ଅତିରିକ୍ତ ଯୁଗ୍ମସମ୍ପାଦକ ନିର୍ବାଚିତ

କେନ୍ଦ୍ରାପଡା,୩୦ା୩ : କେନ୍ଦ୍ରପଡା ଜିଲ୍ଲ ଓକିଲ ସଙ୍ଘ ନିର୍ବଚନ ଅନୁଷଠିତ ହୋଇଯାଇଛି। ଏଥିରେ ମମତାମୟୀ ସମଲ ଅତିରିକ୍ତ ଯୁଗ୍ମସମ୍ପାଦକ ତଥା ଲାଇବ୍ରେରୀଆନ ଭାବେ ନିଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ୨୦୨୩ ମସିହା ଜିଲ୍ଲା ଓକିଲ ସଙ୍ଘ ନିର୍ବାଚନରେ ମଧ୍ୟ ଶ୍ରୀମତୀ ସାମଲ କାର୍ଯ୍ୟକାରୀ…
ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

କେନ୍ଦ୍ରାପଡା,୩୦ା୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ଉତ୍ସବ ସକାଳ ୧୧ ଘଟିକାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓଡିଶା ସରକାରଙ୍କ ଆନୁକୂଲ୍ୟରେ ରାଜ୍ୟରେ ଅନ୍ତ୍ୟୋଦୟ ଗୃହ ଯୋଜନାର…
ଶିବାନନ୍ଦ ଆଶ୍ରମରେ ହିନ୍ଦୁ ନବବର୍ଷ ପାଳିତ

ଶିବାନନ୍ଦ ଆଶ୍ରମରେ ହିନ୍ଦୁ ନବବର୍ଷ ପାଳିତ

କେନ୍ଦ୍ରାପଡ଼ା,୩୦ା୩ : ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆଶ୍ରମର ଭକ୍ତମାନଙ୍କ ଗହଣରେ ହିନ୍ଦୁ ନବବର୍ଷର ପ୍ରାରମ୍ଭ ଦିବସରେ ବିଶ୍ୱସ୍ରଷ୍ଟାଙ୍କୁ ବିଶ୍ୱ ତଥା ସମସ୍ତଙ୍କର ମଙ୍ଗଳ ଓ…
ନିମପୁରଶାସନ ନୋଡାଲ ହାଇସ୍କୁଲରେ ଆଲୋଚନାଚକ୍ର

ନିମପୁରଶାସନ ନୋଡାଲ ହାଇସ୍କୁଲରେ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ : ୨୭/୩- ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁରଶାସନ ନୋଡାଲ ହାଇସ୍କୁଲରେ ‘‘କୌଶୋର ଅବସ୍ଥାରେ ବାଳିକା ମାନଙ୍କର ଶିକ୍ଷା,ସୁରକ୍ଷା ଏବଂ ସାମାଜିକ ସ୍ଥିତି’’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ପଟ୍ଟାମୁଣ୍ଡାଇ କଳେଜର…
ମାଟିଆ ୟୁ ଜି ୟୁ ପି ସ୍କୁଲ ବାର୍ଷିକ ଉତ୍ସବ

ମାଟିଆ ୟୁ ଜି ୟୁ ପି ସ୍କୁଲ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ,ତା ୨୭/୩-ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ମାଟିଆ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଗୋଲକ ବିହାରୀ ମଲ୍ଲିକଙ୍କ ପୈରହିତ୍ୟରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ ପୌରପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ ମୁଖ୍ୟଅତିଥି, ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା…
ହରେକୃଷ୍ଣ ହାଇସ୍କୁଲରେ ବନ୍ଧୁମିଳନ

ହରେକୃଷ୍ଣ ହାଇସ୍କୁଲରେ ବନ୍ଧୁମିଳନ

ପଟ୍ଟାମୁଣ୍ଡାଇ ତା ୨୪/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଡାମରପୁର ହରେକୃଷ୍ଣ ହାଇସ୍କୁଲର ୧୯୮୦ ମାଟ୍ରିକ ବ୍ୟାଚ ଛାତ୍ରଛାତ୍ରୀ ଓ ପୁରାତନ ଶିକ୍ଷକଙ୍କୁ ନେଇ ଏକ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି I ପୁରାତନ ଛାତ୍ର ଡ଼ ପ୍ରମୋଦ ମହାନ୍ତ, ଇଂ ଅଭୟ ନାୟକ,ଖଗେଶ୍ୱର…
ଦାଣ୍ଡିସାହି ରେ ଶ୍ରଦ୍ଧାଞ୍ଜଳି ସଭା

ଦାଣ୍ଡିସାହି ରେ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ତା ୨୩/୩ - ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଗ୍ରାମର ଡ୍ରାଫ୍ଟସମ୍ୟାନ ଧରଣୀଧର ରାଉତଙ୍କ ପତ୍ନୀ ଧର୍ମପ୍ରାଣା ମହିଳା ଲୀଳାବତୀ ରାଉତଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଧୋୟାଞ୍ଚଳ ବିକାଶ ମଞ୍ଚର ସମ୍ପାଦକ ଶିକ୍ଷାବିତ୍…
ମାର୍ଚ୍ଚ ୨୭ରେ ବିଧାନସଭା ଘେରାଉ ପାଇଁ ଜିଲ୍ଲା କଂଗ୍ରେସର ପ୍ରସ୍ତୁତି ବୈଠକ

ମାର୍ଚ୍ଚ ୨୭ରେ ବିଧାନସଭା ଘେରାଉ ପାଇଁ ଜିଲ୍ଲା କଂଗ୍ରେସର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୨୩ା୩: ଓଡିଶାରେ ନାରୀ ନିର୍ଯ୍ୟାତନା, ସ୍କୁଲ/କଲେଜର ଛାତ୍ରୀମାନଙ୍କୁ ଯୈାନ ଶୋଷଣ ଓ ନାରୀ ସୁରକ୍ଷା ଦିଗରେ ବିଜେପି ସରକାରଙ୍କ ଲଗାମହୀନ ଅବନ୍ନତି ବିରୋଧରେ ଠୋସ ପଦକ୍ଷେପ ଗ୍ରହଣ ଦାବିରେ ମାର୍ଚ୍ଚ ୨୭ତାରିଖରେ କଂଗ୍ରେସ ଦଳ ପକ୍ଷରୁ ବିଧାନସଭା ଘେରାଉ କରାଯିବ।…
ବାଲି ମାଫିଆଙ୍କ ଠାରୁ ଟଙ୍କା ନେବା ମହଙ୍ଗା ପଡିଲା , ଖଣି ଅଧିକାରୀଙ୍କୁ ନିଲମ୍ବିତ କଲେ ସରକାର

ବାଲି ମାଫିଆଙ୍କ ଠାରୁ ଟଙ୍କା ନେବା ମହଙ୍ଗା ପଡିଲା , ଖଣି ଅଧିକାରୀଙ୍କୁ ନିଲମ୍ବିତ କଲେ ସରକାର

କେନ୍ଦ୍ରାପଡ଼ା, ୨୩ା୩: ବାଲି ମାଫିଆଙ୍କ ଠାରୁ ବାଲିଖାଦାନ ଚଳାଇବା ପାଇଁ ଟଙ୍କା ନେଉଥିବା ଭିଡିଓ ଭାଇରାଲ ହେବା ପରେ ଖଣି ଅଧିକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ରାଜ୍ୟ ସରକାରଙ୍କ ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ କେନ୍ଦ୍ରାପଡା ଖଣି ଅଧିକାରୀଙ୍କୁ…
ଦେବେନ୍ଦ୍ର ଶର୍ମାଙ୍କୁ କେନ୍ଦ୍ରାପଡାରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଦେବେନ୍ଦ୍ର ଶର୍ମାଙ୍କୁ କେନ୍ଦ୍ରାପଡାରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା, ୨୨ା୩: କେନ୍ଦ୍ରାପଡ଼ାରେ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍‌କ ପାର୍ଥିବ ଶରୀର ପହଞ୍ଚିବା ପରେ କଂଗ୍ରେସ, ବିଜେଡି, ବିଜେପି, ଅନ୍ୟାନ୍ୟ ଦଳ ଓ ସଂଗଠନ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଶନିବାର ଅପରାହ୍ନରେ କେନ୍ଦ୍ରାପଡାସ୍ଥିତ ଜିଲା କଂଗ୍ରେସ ଭବନରେ…
ଭାରତୀୟ ଜ୍ଞାନ ବ୍ୟବସ୍ଥା ଦର୍ଶନ ସଂସ୍କୃତି ସମଗ୍ର ବିଶ୍ୱର କଲ୍ୟାଣ ପାଇଁ ପ୍ରେରଣା ଯୋଗାଇଥାଏ

ଭାରତୀୟ ଜ୍ଞାନ ବ୍ୟବସ୍ଥା ଦର୍ଶନ ସଂସ୍କୃତି ସମଗ୍ର ବିଶ୍ୱର କଲ୍ୟାଣ ପାଇଁ ପ୍ରେରଣା ଯୋଗାଇଥାଏ

ଜିଲ୍ଲା ସ୍ତରୀୟ ପ୍ରତିଭା ସମ୍ମାନ ୨୦୨୫ ପଟ୍ଟାମୁଣ୍ଡାଇ ୨୨/୩ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାଇପାସ ଠାରେ ଜୀବନ ସୁରକ୍ଷା ସମିତି ଆନୁକୁଲ୍ୟରେ ଶୁକ୍ରବାର ଜିଲ୍ଲା ସ୍ତରୀୟ ପ୍ରତିଭା ସମ୍ମାନ ୨୦୨୫ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଗାଳ୍ପିକ ପ୍ରଦୀପ ନାୟକଙ୍କ ସଭାପତିତ୍ୱରେ…
ଡା ସୁଚାରୁହାସିନୀ ପାତ୍ରଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଡା ସୁଚାରୁହାସିନୀ ପାତ୍ରଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ପଟ୍ଟାମୁଣ୍ଡାଇ ୨୨/୩ - କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଡିଭାଇନ ପ୍ୟାଲେସ ଠାରେ ଦିବଙ୍ଗତା ଡା ସୁଚାରୁହାସିନୀ ପାତ୍ରଙ୍କ ଏକାଦଶାହ ଅବସରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ବରିଷ୍ଠ ନାଗରିକ ମଂଚ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି…