ଗୁଲନଗର ଗ୍ରାମରେ ଜନବସତିରେ ନୂତନ ଶ୍ମଶାନକୁ ତୀବ୍ର ବିରୋଧ କରି ଜିଲ୍ଲାପାଳଙ୍କୁ ଅଭିଯୋଗ

ଗୁଲନଗର ଗ୍ରାମରେ ଜନବସତିରେ ନୂତନ ଶ୍ମଶାନକୁ ତୀବ୍ର ବିରୋଧ କରି ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡା,୨୧ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମ ୭ନଂ ୱାର୍ଡରେ ପ୍ରସ୍ତାବିତ ନୂତନ ଶ୍ମଶାନଗୃହ ନିର୍ମାଣ ସ୍ଥଳକୁ ସ୍ଥାନାନ୍ତର କିମ୍ବା ବାତିଲ କରିବାକୁ ଜିଲ୍ଲାପାଳଙ୍କୁ ଶତାଧିକ ଗ୍ରାମବାସୀ ଦାବିପତ୍ର ପ୍ରଦାନ କରିଛନ୍ତି । ସେମାନେ ଅଭିଯୋଗ କରିଛନ୍ତି ଯେ ବର୍ତ୍ତମାନ ସେହି…
ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କେନ୍ଦ୍ରାପଡ଼ା,୨୧ା୩: କେନ୍ଦ୍ରାପଡା ଜିଲ୍ଲାର ଆଳି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ୬୭ ବୟସରେ ପରଲୋକ ହୋଇଯାଇଛି। ସେ କିଛି ଦିନ ଧରି ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶ୍ରୁକବାର ରାତି ୮ଟାରେ ତାଙ୍କର…
ବିଷ୍ଣୁପୁର ପ୍ରବେଶ ଦ୍ୱାର ତୋରଣ ଉଦଘାଟିତ

ବିଷ୍ଣୁପୁର ପ୍ରବେଶ ଦ୍ୱାର ତୋରଣ ଉଦଘାଟିତ

ପଟ୍ଟାମୁଣ୍ଡାଇ ୨୧/୩  -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ପଂଚାୟତ ବିଷ୍ଣୁପୁର ଗ୍ରାମର ନବନିର୍ମିତ ପ୍ରବେଶ ଦ୍ୱାର ତୋରଣ ଶୁକ୍ରବାର ଉଦଘାଟିତ ହୋଇଯାଇଛି। ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟଅତିଥି, ପଟ୍ଟାମୁଣ୍ଡାଇ ଭାରାପ୍ରାପ୍ତ ବିଡିଓ ଅଶୋକ ମହାନ୍ତି,…
ବାରୁଅ ସ୍ଥିତ ଶିଶୁ ଅନନ୍ତ ଆଶ୍ରମରେ ପଦ୍ମଶ୍ରୀ ବାବା ବଳିଆଙ୍କ ପଦାର୍ପଣ

ବାରୁଅ ସ୍ଥିତ ଶିଶୁ ଅନନ୍ତ ଆଶ୍ରମରେ ପଦ୍ମଶ୍ରୀ ବାବା ବଳିଆଙ୍କ ପଦାର୍ପଣ

କେନ୍ଦ୍ରାପଡା,୨୧ା୩: ଆଜି ବାରୁଅ ଗ୍ରାମରେ ଥିବା ଶିଶୁ ଅନନ୍ତ ଆଶ୍ରମରେ ପରିବେଶ, ଗଣତନ୍ତ୍ର ଓ ଧର୍ମ ସମ୍ପର୍କରେ ଅୟୋଜିତ ଏକ ସଚେତନତା କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ପୂଜ୍ୟ ପୂଜକ ବାବା ବଳିଆ ଯୋଗ ଦେଇଥିଲେ । ପୂଜ୍ୟ ପୂଜକ ବାବା ବଳିଆ ନିଜ…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା, ୨୧ା୩: ସ୍ୱାଧୀନୋତ୍ତର ଓଡିଶା ରାଜନୀତିରେ ଡାକ୍ତର ଦେବେନ୍ଦ୍ର ପ୍ରଧାନ ଜଣେ ପରିପୂର୍ଣ୍ଣ ପ୍ରେରଣାଦାୟୀ ସଫଳ ବ୍ୟକ୍ତିତ୍ୱ। ଅନୁଗୁଳ ଗଡ଼ଜାତ ଖମାର ଅଞ୍ଚଳର ଏକ କୃଷକ ପରିବାରରେ ଜନ୍ମ ହୋଇ ଚିକିତ୍ସା ସେବାକୁ ଜୀବନର ବୃତ୍ତି ଭାବେ ଗ୍ରହଣ କରିଥିବା ଡାକ୍ତର…
ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କପରଲୋକ

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କପରଲୋକ

କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ୬୬ ବର୍ଷ ହୋଇଥିଲା । ସେ ତୃଣମୂଳ ସ୍ତରରେ ଜଣେ…
ପଖାଳ ଦିବସ ପାଳନ

ପଖାଳ ଦିବସ ପାଳନ

କେନ୍ଦ୍ରାପଡା,୨୦ା୩: ଆଜି ପଖାଳ ଦିବସ ପାଳନ କରାଯାଉଛି । ଏହି ଅବସରରେ ବିଭିନ୍ନ ସ୍ଥାନରେ ପଖାଳ ବଣ୍ଟନ କରାଯାଇଛି । ଏହି ଅବସରରେ ଚଣ୍ଡିଆ ପ୍ୟାଲେସ୍‌ର ମାଲିକ ବଳରାମ ସାହୁ ଡାକ୍ତରଙ୍କ ଉକ୍ତିକୁ ପାଥେୟ କରି କହିଛନ୍ତି ଯେ ପଖାଳ ଏକ…
ଅଗ୍ନିକାଣ୍ଡ: ଘର ସହ ଆସବାବପତ୍ର ଭସ୍ମୀଭୂତ

ଅଗ୍ନିକାଣ୍ଡ: ଘର ସହ ଆସବାବପତ୍ର ଭସ୍ମୀଭୂତ

ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଦାଣ୍ଡିସାହି ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଦ୍ରୋପଦି ବାରିକଙ୍କ ଗୋଟିଏ ବଖରା ଜଳିଯାଇଛି । ଘରେ ଥିବା ବିରି, ଧାନ, ଚାଉଳ, ସୁନା, ଟଙ୍କା, କଂସା ବାସନ ସମେତ ସମସ୍ତ ଆସବାବପତ୍ର ପୋଡ଼ି…
ରାଜସ୍ୱ ନିରୀକ୍ଷକଙ୍କୁ ଆକ୍ରମଣ ଅଭିଯୋଗ

ରାଜସ୍ୱ ନିରୀକ୍ଷକଙ୍କୁ ଆକ୍ରମଣ ଅଭିଯୋଗ

ପଟ୍ଟାମୁଣ୍ଡାଇ ୨୦/୩ -ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଅଣ୍ଢରା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ମଙ୍ଗଳବାର କେତେକ ଦୁର୍ବୁତ ପସି ରାଜସ୍ୱ ନିରୀକ୍ଷକଙ୍କୁ ମରଣାନ୍ତଙ୍କ ଆକ୍ରମଣ କରିବା ସହିତ ଆଲମିରାରେ ଥିବା ୨୪ ହଜାର ୩୪୮ ସରକାରୀ ଅର୍ଥ ନେଇ କାଗଜପତ୍ରକୁ ଏଣେତେଣେ ଫୋପାଡି…
ସରକାରୀ ଜମିକୁ ବେଆଇନ ଦଖଲ କରି କୋଠା ନିର୍ମାଣ ଅଭିଯୋଗ ,କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦେଶ

ସରକାରୀ ଜମିକୁ ବେଆଇନ ଦଖଲ କରି କୋଠା ନିର୍ମାଣ ଅଭିଯୋଗ ,କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦେଶ

କେନ୍ଦ୍ରାପଡ଼ା,୧୯ା୩ : କେନ୍ଦ୍ରାପଡା ସହର କାକଟ ମୈାଜାରେ ସରକାରୀ ଜମିକୁ ଦଖଲକରି ଗୃହ ନିର୍ମାଣ କରିଥିବା ଜନୈକ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉଚ୍ଚ ନ୍ୟାୟାଳୟ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ଆସନ୍ତା ୪ସପ୍ତାହ ମଧ୍ୟରେ କ’ଣ କାର୍ଯ୍ୟାନୁଷ୍ଠାନ…
କେନ୍ଦ୍ରାପଡାରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ

କେନ୍ଦ୍ରାପଡାରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ

କେନ୍ଦ୍ରାପଡ଼ା,୧୯ା୩: କେନ୍ଦ୍ରାପଡା ସହର ସମେତ ଆଖପାଖ ଅଞ୍ଚଳରେ ବଡ ଧୁମଧାମରେ ପଞ୍ଚୁଦୋଳ ମେଳଣ ଓ ହୋଲି ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ଛାମୁ ମେଳଣରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି…
କେନ୍ଦ୍ରାପଡା କଲେଜରେ ମାଇଁ ଏନସିସି ଆଲୁମିନି ଆସୋସିଏସନର ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ

କେନ୍ଦ୍ରାପଡା କଲେଜରେ ମାଇଁ ଏନସିସି ଆଲୁମିନି ଆସୋସିଏସନର ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ

କେନ୍ଦ୍ରାପଡ଼ା,୧୮ା୩ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅକାମି ହୋଇ ପଡିଥିବା ଶୁଦ୍ଧ ପାନୀୟଜଳ ପ୍ରକଳ୍ପକୁ ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ କାର୍ଯ୍ୟକ୍ଷମ କରାଯାଇଛି। ଏହି ପ୍ରକଳ୍ପକୁ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ଉଦଘାଟନ କରଥିବା ବେଳେ ମହାବିଦ୍ୟାଳୟର ଅଧ୍ୟକ୍ଷ…
ମୀରପାଟଣା ଗ୍ରାମରେ ଦୋଳ ମହୋତ୍ସବ

ମୀରପାଟଣା ଗ୍ରାମରେ ଦୋଳ ମହୋତ୍ସବ

କେନ୍ଦ୍ରାପଡ଼ା, ୧୮ା୩: କେନ୍ଦ୍ରାପଡା ସହରର ମୀରପାଟଣା ଗ୍ରାମରେ ମଙ୍ଗଳବାର ଦିନ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଆରଧ୍ୟା ଦେବତା ଶ୍ରୀ ମା ଥାନପତି ଠାକୁରାଣୀଙ୍କ ପ୍ରାଙ୍ଗଣରେ ପ୍ରତିବର୍ଷ ପରି ଦୋଳ ମହୋତ୍ସବ ମହାସମାରୋହରେ ଅନୁଷ୍ଠିରତ ହୋଇଯାଇଛି । ଏହି…
ବାରୋ ଶିଶୁ ଅନନ୍ତ ଆଶ୍ରମରେ ବିଶାଳ ଆଧ୍ୟାତ୍ମିକ ସମ୍ମିଳନୀ

ବାରୋ ଶିଶୁ ଅନନ୍ତ ଆଶ୍ରମରେ ବିଶାଳ ଆଧ୍ୟାତ୍ମିକ ସମ୍ମିଳନୀ

କେନ୍ଦ୍ରାପଡା, ୧୮ା୩: କେନ୍ଦ୍ରାପଡ଼ା ବ୍ଲକ ଅର୍ନ୍ତଗତ ବାରୁଅସ୍ଥିତ ଶ୍ରୀ ଶିଶୁ ଅନନ୍ତ ଆଶ୍ରମ ପରିସରରେ ଆସନ୍ତା ଗୁରୁବାର ଅପରାହ୍ନ ୫ଟାରେ ଆଶ୍ରମର ଭକ୍ତବୃନ୍ଦ, ଆଞ୍ଚଳିକ ସଜ୍ଜନ ବୃନ୍ଦ ଏବଂ ଅରିଲୋର ଅନନ୍ତ ବଳିଆ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ପରିବେଶ, ଗଣତନ୍ତ୍ର ଏବଂ…
ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା

କେନ୍ଦ୍ରାପଡ଼ା,୧୮ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ…
ପୋଖରୀ ଖୋଳାରେ ଅନିୟମିତତା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

ପୋଖରୀ ଖୋଳାରେ ଅନିୟମିତତା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

କେନ୍ଦ୍ରାପଡ଼ା,୧୭ା୩: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଅଧିନରେ ଫାର୍ମ ପୋଖରୀ ଖୋଳାରେ ଅନିୟମିତତା ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ କୁରୁଜଙ୍ଗା ଗ୍ରାମପଞ୍ଚାୟତର ମହେଶପୁର-ଶଙ୍କରପୁର ଗ୍ରାମରେ୨୦୨୩-୨୪ଆର୍ଥିକ ବର୍ଷରେ ମୃତ୍ତିକା ସଂରକ୍ଷଣ…
ଶେଷ ହେଲା ତନାର ଦୋଳ ମେଲଣ

ଶେଷ ହେଲା ତନାର ଦୋଳ ମେଲଣ

କେନ୍ଦ୍ରାପଡା,୧୭ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମପଞ୍ଚାୟତର ତନାର ଗ୍ରାମରେ ଦୋଳପୂର୍ଣ୍ଣିମା ଓ ହୋଲି ଉତ୍ସବ ଆବହମାନକାଳରୁ ପାଳିତ ହୋଇ ଆସୁଅଛି। ଚଳିତବର୍ଷ ଏହି ଅବସରରେ ପ୍ରାୟ ୭୨ଟି ବିମାନ ତନାର ଗ୍ରାମ ମୁଣ୍ଡରୁ ରୋଷଣୀକରି ତନାର ମଠ ମେଲଣ…
ମଦ ଦୋକାନକୁ ବିରୋଧ କଲେ ସାଧାରଣ ମହିଳା।

ମଦ ଦୋକାନକୁ ବିରୋଧ କଲେ ସାଧାରଣ ମହିଳା।

କେନ୍ଦ୍ରାପଡା, ୧୭/୩- ମଦ ପାଇଁ ମହାଭାରତ । ତାତିଲେ ମହିଳା ଭଙ୍ଗାରୁଜା ସହ ପୋଡିଲେ ଚାଖେଣା ଦୋକାନ । ଉତ୍ତେଜନା ସ୍ଥଳରେ ପହଁଞ୍ôଚ ବୁଝା ସୁଝା କରୁଛି ପୋଲିସ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଓଲଢ଼ି ଠାରେ ଥିବା ସରକାରୀ ବିଦେଶୀ…
କେନ୍ଦ୍ରାପଡା ମହାବିଦ୍ୟାଳୟକୁ ମିଳୁ ବିଶ୍ୱବିଦ୍ୟାଳୟ ମାନ୍ୟତା

କେନ୍ଦ୍ରାପଡା ମହାବିଦ୍ୟାଳୟକୁ ମିଳୁ ବିଶ୍ୱବିଦ୍ୟାଳୟ ମାନ୍ୟତା

କେନ୍ଦ୍ରାପଡ଼ା, ୧୭ା୩: ସମାନ କାମ ପାଇଁ ସମାନ ଦରମା ଏବଂ ସମାନ ପଦବୀ ନୀତି ହେଉ। ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ସରକାରୀ ଘୋଷଣା କରାଯାଉ। ଜିଲ୍ଲାର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି…
ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ ଫଗୁ ଆସର

ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ ଫଗୁ ଆସର

କେନ୍ଦ୍ରାପଡ଼ା,୧୬ା୩: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ କବି ବସନ୍ତ କୋକିଳଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ମିଳିତ ଫଗୁଆସର ଆଲୋଚନା ଚକ୍ର ଓ କବିତା ପାଠୋତ୍ସବ ସାହିତ୍ୟ ସଂସଦର ଉପସଭାପତି ବିଶିଷ୍ଟ ଆଇନଜୀବୀ ପ୍ରଦୀପ କୁମାର…
ବହୁ ପୁରାତନ ଶ୍ୟାମସୁନ୍ଦରପୁର ମହାନ୍ତିସାହି ଦୋଳ ମେଲଣ ଉଦଯାପିତ

ବହୁ ପୁରାତନ ଶ୍ୟାମସୁନ୍ଦରପୁର ମହାନ୍ତିସାହି ଦୋଳ ମେଲଣ ଉଦଯାପିତ

କେନ୍ଦ୍ରାପଡା,୧୬ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ମହାନ୍ତିସାହିର ଦୋଳ ମେଲଣ ଉଦଯାପିତ ହୋଇଯାଇଛି । ଜିଲ୍ଲାର ବହୁ ପୁରାତନ ମେଲଣ ମଧ୍ୟରୁ ମହାନ୍ତି ସାହି ମେଲଣ ପ୍ରାୟ ୨ଶହ ବର୍ଷ ପୂର୍ବେ ପୂର୍ବଜମାନେ ଆରମ୍ଭ କରିଥିଲେ । ମେଲଣକୁ ବିଭିନ୍ନ…
କେନ୍ଦ୍ରାପଡା ମହାବିଦ୍ୟାଳୟରେ ପହଞ୍ôଚଲେ ଏନସିସି ସାଇକେଲ ଶୋଭାଯାତ୍ରାକାରୀ

କେନ୍ଦ୍ରାପଡା ମହାବିଦ୍ୟାଳୟରେ ପହଞ୍ôଚଲେ ଏନସିସି ସାଇକେଲ ଶୋଭାଯାତ୍ରାକାରୀ

କେନ୍ଦ୍ରାପଡ଼ା,୧୬ା୩: କଟକସ୍ଥିତ ଓଡିଶା ଏନ୍‌ସିସି ମୁଖ୍ୟ ନିର୍ଦ୍ଦେଶାଳୟର କଟକ ଗ୍ରୁପ୍ ଆନୁକୂଲ୍ୟରେ ସାମାଜିକ ଦାୟିତ୍ୱବୋଧକୁ ପ୍ରୋତ୍ସାହିତ କରିବା ପାଇଁ ଏକ ସାଇକେଲ ଶୋଭାଯାତ୍ରା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଶନିବାର ଆସି ପହଞ୍ôଚଥିଲା । ଏନ୍‌ସିସି କ୍ୟାଡେଟ୍‌ମାନେ ଏଠାରେ ରାତ୍ରି ରହଣି…
ଆନନ୍ଦ ଉତ୍ସାହର ସହିତ ଶେଷ ହେଲା ଛଅ ଶହ ବର୍ଷର କନିକା ରାଜ ମେଳଣ  ରାଜାରାଣୀଙ୍କ ସହ ରଙ୍ଗ ଖେଳିଲେ ହଜାର ହଜାର ଲୋକ

ଆନନ୍ଦ ଉତ୍ସାହର ସହିତ ଶେଷ ହେଲା ଛଅ ଶହ ବର୍ଷର କନିକା ରାଜ ମେଳଣ ରାଜାରାଣୀଙ୍କ ସହ ରଙ୍ଗ ଖେଳିଲେ ହଜାର ହଜାର ଲୋକ

କେନ୍ଦ୍ରାପଡ଼ା, ୧୬ା୩ : କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ବ୍ଲକ୍‌ରେ ୬ଶହ ବର୍ଷର କନିକା ରାଜମେଳଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି। ପାଂଚଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଳଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଳଣ ଉତ୍ସବର…
ବସନ୍ତକୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟର ଉନବିଂଶତମ ବାର୍ଷିକ ଉତ୍ସବ

ବସନ୍ତକୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟର ଉନବିଂଶତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୬ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ବସନ୍ତ କୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଉନବିଂଶତମ ବାର୍ଷିକ ଉତ୍ସବ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଚିକିତ୍ସାଳୟର ପ୍ରତିଷ୍ଠାତା ପ୍ରଫେସର ଡା. ବିମଳକାନ୍ତ ତ୍ରିପାଠୀଙ୍କ…