ପଟାମୁଣ୍ଡାଇରେ ହୋଲି ଉତ୍ସବ ଓ ରାଜମେଳଣ

ପଟାମୁଣ୍ଡାଇରେ ହୋଲି ଉତ୍ସବ ଓ ରାଜମେଳଣ

ପଟ୍ଟାମୁଣ୍ଡାଇ ତା ୧୬/୩-ପଟ୍ଟାମୁଣ୍ଡାଇ ଅଂଚଳରେ ପବିତ୍ର ହୋଲି ଉତ୍ସବ ବିପୁଳ ଆନନ୍ଦ ଉଲ୍ଲାସର ସହିତ ସମାରୋହରେ ପାଳିତ ହୋଇଯାଇଛି । ରଙ୍ଗର ପର୍ବ ହୋଲି ଉତ୍ସବକୁ ପଟ୍ଟାମୁଣ୍ଡାଇ ଧୋ୍ୟାଞ୍ଚଳ ଓ ଉତିକଣ ଅଂଚଳରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳନ କରାଯାଇଛି…
କାଠିଆଡାରେ ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍‌ଯାପନ

କାଠିଆଡାରେ ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍‌ଯାପନ

ପଟ୍ଟାମୁଣ୍ଡାଇ, ୧୬ା୩ - ପଟ୍ଟାମୁଣ୍ଡାଇ ବ୍ଳକ ବଡପଡା ପଚାଂୟତ କାଠିଆପଡା ଠାରେ ଅନୁଷ୍ଟିତ ୩୬ତମ ବିଶ୍ୱଶାନ୍ତି ମହାଯଜ୍ଞ ଦୋଳପୂର୍ଣ୍ଣିମା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ପଣ୍ଡିତ ପ୍ରଶାନ୍ତ ପଣ୍ଡାଙ୍କ ତତ୍ୱବଧାନରେ ବହୁ ବିଦ୍ୱାନ ବେଦଜ୍ଞ ବ୍ରାହ୍ମଣ ପଣ୍ଡିତମାନେ ଗୁରୁ ପୂଜା, ଧରିତ୍ରୀ…
ଗୁଲନଗର ପଞ୍ଚାୟତରେ ଭାଗବତ ପାରାୟଣ ଓ ଦୋଳ ଯାତ୍ରା ମହୋତ୍ସବ ।

ଗୁଲନଗର ପଞ୍ଚାୟତରେ ଭାଗବତ ପାରାୟଣ ଓ ଦୋଳ ଯାତ୍ରା ମହୋତ୍ସବ ।

କେନ୍ଦ୍ରାପଡା,ତା୧୬/୩-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ଶ୍ରୀ ଗୋବିନ୍ଦଜୀଉ ମନ୍ଦିର ପରିସରରେ ୪୨ତମ ବାର୍ଷିକ ଶ୍ରୀମଦ୍ ଭାଗବତ ପାରାୟଣ ସପ୍ତାହ ମାର୍ଚ୍ଚ ୮ତାରିଖ ଶନିବାର ଠାରୁ ୧୪ତାରିଖ ଶୁକ୍ରବାର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହାପରେ ୧୫ତାରିଖ ଠାରୁ ୧୯ତାରିଖ ପର୍ଯ୍ୟନ୍ତ…
ସଂଜୀବନୀ ବିଦ୍ୟାମନ୍ଦିରର ପଞ୍ଚଦଶ ବାର୍ଷିକ ଉତ୍ସବ

ସଂଜୀବନୀ ବିଦ୍ୟାମନ୍ଦିରର ପଞ୍ଚଦଶ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୪ା୩: କେନ୍ଦ୍ରାପଡା ସହରସ୍ଥ ଗୁଲନଗର ମାରୁତି ଛକସ୍ଥିତ ସଂଜୀବନୀ ବିଦ୍ୟାମନ୍ଦିରର ପଞ୍ଚଦଶତମ ବାର୍ଷିକ ଉତ୍ସବ ଗୁରୁବାର ଦିନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ଅଞ୍ଚଳର ବିଶିଷ୍ଟ ସମାଜସେବୀ ଭରତ ଚନ୍ଦ୍ର ସାହୁ ଓ ପ୍ରଧାନ ଆଚାର୍ଯ୍ୟ ବିଦ୍ୟାଧର ମହାପାତ୍ରଙ୍କ…
ଏବେକାର ଆରାମଦାୟକ , ଭବିଷ୍ୟତ ପିଢ଼ି ପାଇଁ କାଳ

ଏବେକାର ଆରାମଦାୟକ , ଭବିଷ୍ୟତ ପିଢ଼ି ପାଇଁ କାଳ

ବିଶ୍ୱର ସମସ୍ତ ଦେଶ, ରାଜ୍ୟ ବିକାଶ ଆଡ଼କୁ ଦ୍ରୁତ ଗତିରେ ବଢିଚାଲୁଛି । ବିକାଶ ଆଡ଼କୁ ଅଗ୍ରଗତି କରି ଲୋକେ କୋଠାବାଟି ଗାଡି ଘୋଡା ବଢିଚାଲିଛି । ବଦ୍ଧିତ ସହରରେ ଲୋକେ ବ୍ୟସ୍ତତା ଭିତରେ ଜୀବନ ଅତିବାହିତ କରୁଛନ୍ତି । ହେଲେ…
କେ ସି ସି ଏଲ ପଟ୍ଟାମୁଣ୍ଡାଇ ଶାଖା ୨୨ତମ ସ୍ୱନକ୍ଷତ୍ର ଉତ୍ସବ

କେ ସି ସି ଏଲ ପଟ୍ଟାମୁଣ୍ଡାଇ ଶାଖା ୨୨ତମ ସ୍ୱନକ୍ଷତ୍ର ଉତ୍ସବ

ପଟ୍ଟାମୁଣ୍ଡାଇ ତା ୧୩/୩- ଓଡିଶାର ଅନ୍ୟତମ ଅଗ୍ରଣୀ ସମବାୟ ସଂସ୍ଥା କେନ୍ଦ୍ରାପଡ଼ା କ୍ରେଡିଟ କୋପରେଟିଭ ସୋସାଇଟି ପଟ୍ଟାମୁଣ୍ଡାଇ ଶାଖାର ୨୨ତମ ସ୍ୱନକ୍ଷତ୍ର ଉତ୍ସବ ସୋସାଇଟି ଶାଖା ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପଟ୍ଟାମୁଣ୍ଡାଇ ଶାଖା ପରିଚାଳକ ମାନସ ରଞ୍ଜନ ରାଉତଙ୍କ ପୌରହିତ୍ୟରେ ଆୟୋଜିତ…
ଆଇନଜୀବୀଙ୍କ ଅକାଳ ବିୟୋଗ

ଆଇନଜୀବୀଙ୍କ ଅକାଳ ବିୟୋଗ

କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘର ସଦସ୍ୟ ଆଇନଜବୀ ରଞ୍ଜନ କୁମାର ସାମଲ(୫୨)ଙ୍କର ବୁଧବାର ମଧ୍ୟରାତ୍ରିରେ କୁହୁଡିସ୍ଥିତ ବାସଭବନରେ ଅକାଳ ବିୟୋଗ ହୋଇଯାଇଛି । ଗତକାଲି ମଧ୍ୟରାତ୍ରିରେ ତାଙ୍କ ଯନ୍ତ୍ରଣା ଅନୁଭବ କରିବାରୁ ଇଚ୍ଛାପୁରସ୍ଥିତ ସରକାରୀ ଚିକିତ୍ସାଳୟକୁ ଆସିଥିଲେ । ସେଠାରେ…
ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ

କେନ୍ଦ୍ରାପଡ଼ା,୧୩ା୩: ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ତିନି ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ସରକାରଙ୍କ ବିଭିନ୍ନ ବିଭାଗରୁ ଛଟେଇ ହୋଇଥିବା ସମସ୍ତ ସରକାରୀ ଆଉଟସୋର୍ସିଂ…
କେନ୍ଦ୍ରାପଡ଼ାରେ ନାନୋ ୟୁନିକର୍ନ୍ ଯୋଜନାର ଉଦଯାପନ ସମାରୋହ

କେନ୍ଦ୍ରାପଡ଼ାରେ ନାନୋ ୟୁନିକର୍ନ୍ ଯୋଜନାର ଉଦଯାପନ ସମାରୋହ

କେନ୍ଦ୍ରାପଡ଼ା, ୧୩ା୩: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ନାନୋ ୟୁନିକର୍ନ୍ ଯୋଜନା ମାଧ୍ୟମରେ ଦକ୍ଷତା…
ବଡକୋଠା ଦୋଳ ମେଳଣ

ବଡକୋଠା ଦୋଳ ମେଳଣ

କେନ୍ଦ୍ରାପଡ଼ା, ୧୩ା୩: କେନ୍ଦ୍ରାପଡା ସହରର ନୂଆ ବସ୍‌ଷ୍ଟାଣ୍ଡସ୍ଥିତ ବଡକୋଠା ଠାରେ ଦୋଳ ମେଳଣ ଅନୁଷ୍ଠିତ ହୋଇଯାଇଛି । କାକଟର ରାଧାଗୋବିନ୍ଦଜୀଉଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ ୮ଟି ବିମାନରେ ରାଧାଗୋବିନ୍ଦଜୀଉ ଆସି ବଡକୋଠା ଠାରେ ଏକାଠି ହୋଇ ଭୋଗ ଖାଇଥିଲେ…
କେନ୍ଦ୍ରାପଡା କଲେଜ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ

କେନ୍ଦ୍ରାପଡା କଲେଜ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ

କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଉପଭୋକ୍ତା ସୁରକ୍ଷା ଅଧିନିୟମ, ଉପଭୋକ୍ତା ଅଧିକାର, କର୍ତ୍ତବ୍ୟ ଓ ଦାୟିତ୍ୱ ସମ୍ପର୍କରେ ଗ୍ରାମବାସୀଙ୍କୁ ସଚେତନ କରିବା ଏହି ଅଭିଯାନର ମୂଳ ଉଦେଶ୍ୟ ଥିଲା।…
ଲୋକନାଥପୁର ମା ‘ଛୁଆଳିଆପୀଠରେ ପ୍ରତିଭା ସମ୍ମାନ ଓ ସମ୍ବର୍ଦ୍ଧନା

ଲୋକନାଥପୁର ମା ‘ଛୁଆଳିଆପୀଠରେ ପ୍ରତିଭା ସମ୍ମାନ ଓ ସମ୍ବର୍ଦ୍ଧନା

ପଟ୍ଟାମୁଣ୍ଡାଇ ତା୧୦/୩-ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ମା' ଛୁଆଳିଆ ପୀଠ ମଣ୍ଡପରେ ସିଦ୍ଧ ପରମହଂସ ନୋଡାଲ ୟୁପି ସ୍କୁଲ୍ ଓ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟରର ଆନୁକୂଲ୍ୟରେ ମିଳିତ ସମ୍ବର୍ଦ୍ଧନା ସଭା ଏବଂ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ…
ସାମ୍ବାଦିକ ଅକ୍ଷୟ ସାହୁ ସମ୍ବର୍ଦ୍ଧିତ

ସାମ୍ବାଦିକ ଅକ୍ଷୟ ସାହୁ ସମ୍ବର୍ଦ୍ଧିତ

ପଟ୍ଟାମୁଣ୍ଡାଇ ତା ୧୦/୩- କେନ୍ଦ୍ରାପଡ଼ା ଜିଲ୍ଲା ସାମ୍ବାଦିକ ୟୁନିୟନ ଉପସଭାପତି ତଥା ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।  ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ଲୋକନାଥପୁର ମା ଛୁଆଳିଆ ପୀଠରେ ଆୟୋଜିତ ପ୍ରତିଭା ସମ୍ମାନ ଉତ୍ସବରେ…
ଶାଢ଼ୀ ଯୋଗାଇବା ଦାବୀରେ ଖଡ଼ିଅଣ୍ଟା ମିଶନଶକ୍ତି ମହିଳାଙ୍କ ଧାରଣା

ଶାଢ଼ୀ ଯୋଗାଇବା ଦାବୀରେ ଖଡ଼ିଅଣ୍ଟା ମିଶନଶକ୍ତି ମହିଳାଙ୍କ ଧାରଣା

ପଟ୍ଟାମୁଣ୍ଡାଇ ତା ୧୦/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡ଼ିଅଣ୍ଟା ପଂଚାୟତ ମିଶନଶକ୍ତି ମହିଳାମାନେ ଗତ ୨୦୨୪ ଜୁନ ମାସ ଠାରୁ ଶାଢ଼ୀ ବାବଦ ଆସିଥିବା ସରକାରୀ ଅର୍ଥ ପ୍ରଦାନ କରାଯାଇନାହିଁ ।  ବ୍ଲକ କତୃପକ୍ଷଙ୍କ ନିକଟରେ ବାରମ୍ବାର ଦାବୀ ପରେ ଶାଢ଼ୀ…
୧୯୮୦ ମସିହା ମେଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ

୧୯୮୦ ମସିହା ମେଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ

କେନ୍ଦ୍ରାପଡା ୧୦/୩- ବନ୍ଧୁତ ଅନେକ ବନ୍ଧୁତାର ସଂଜ୍ଞାତ ଅନେକ ହେଲେ ଏ ବନ୍ଧୁତା ସ୍ୱତନ୍ତ୍ର ଅଲଗା। ମାର୍ଚ୍ଚ ୯ତାରଖ ଦୋଳ ଦଶମୀ ତିଥି ରବିବାର ଦିନ ଏକତ୍ରିତ ହେଲେ ଗୋପଛକ ସ୍ଥିତି କମଲ ଭବନରେ। ବଳଦେବ ଉଚ୍ଚ ବିଦ୍ୟାଳୟର ୧୯୮୦ ମସିହା…
ପାୟଲ ମ୍ୟୁଜିକ ସ୍କୁଲର ଗ୍ରାମୀଣ ମହୋତ୍ସବ

ପାୟଲ ମ୍ୟୁଜିକ ସ୍କୁଲର ଗ୍ରାମୀଣ ମହୋତ୍ସବ

କେନ୍ଦ୍ରାପଡ଼ା,୧୦ା୩: ଇନ୍ଦୁପୁର ଅଞ୍ଚଳର ତଥା ରାଜ୍ୟର ଏକ ଅଗ୍ରଣୀ ପ୍ରତିଷ୍ଠିତ କଳା ସଂସ୍କୃତି ପରମ୍ପରାକୁ ଆଧାର କରି ଗଢ଼ି ଉଠିଥିବା ପଞ୍ଚକଳା ଶିକ୍ଷାନୁଷ୍ଠାନ ‘ପାୟଲ ମ୍ୟୁଜିକ୍ ସ୍କୁଲ’ର ୨୨ତମ ବାର୍ଷିକ ଉତ୍ସବ ଓ ୪ର୍ଥ ପାୟଲ ମ୍ୟୁଜିକ୍ ଗ୍ରାମୀଣ ମହୋତ୍ସବ ଦୁଇ…
ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ସ୍ମୃତିସଭା

ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ସ୍ମୃତିସଭା

କେନ୍ଦ୍ରାପଡ଼ା,୯ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଳସିଂହା ଗ୍ରାମର ଗଣକବି ଗୋପାଳ ଦାଶ ସ୍ମୃତି ସଂସଦ ଆନୁକୂଲ୍ୟରେ ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ଏକ ସ୍ମୃତିସଭା ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି କେଶବ ଚନ୍ଦ୍ର ବିଶ୍ୱାଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ସ୍ମୃତିସଭାରେ କେନ୍ଦ୍ରାପଡା…
ନପଙ୍ଗ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କଲେ ବିଧାୟକ

ନପଙ୍ଗ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କଲେ ବିଧାୟକ

ପଟ୍ଟାମୁଣ୍ଡାଇ ତା ୯/୩- କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ପଂଚାୟତ ନପଙ୍ଗ ଠାରେ ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କରାଯାଇଛି ।  ଏହି ଉପଲକ୍ଷେ ବଡ଼ମୂଳବସନ୍ତ ସରପଞ୍ଚ ସନ୍ତୋଷ ସେଠୀଙ୍କ ପୌରହିତ୍ୟରେ…
ପଟ୍ଟାମୁଣ୍ଡାଇରେ ନୂତନ ଅପରାଧୀକ ଆଇନ ସଚେତନତା

ପଟ୍ଟାମୁଣ୍ଡାଇରେ ନୂତନ ଅପରାଧୀକ ଆଇନ ସଚେତନତା

ପଟ୍ଟାମୁଣ୍ଡାଇ ତା ୯/୩- ଭାରତବର୍ଷ କୁ ସବୁ ଦୃଷ୍ଟିରୁ ସୁରକ୍ଷିତ ରଖିବା ଓ ଅପରାଧମୁକ୍ତ ରାଷ୍ଟ୍ର ଗଠନ କରିବା ପାଇଁ କେନ୍ଦ୍ର ସରକାର ନୂତନ ଅପରାଧୀକ ଆଇନ ପ୍ରଣୟନ କରିବା ସହିତ ଏହାକୁ ସଫଳତାର ସହିତ କାର୍ଯ୍ୟକାରୀ କରିବା ପାଇଁ ସବୁ…
ନିଆରା ପରମ୍ପରା ରେ ବନ୍ଧୁ ମିଳନ .

ନିଆରା ପରମ୍ପରା ରେ ବନ୍ଧୁ ମିଳନ .

କେନ୍ଦ୍ରାପଡା -ତା ୭.୩.୨୦୨୫. କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପୁରାତନ ଶିକ୍ଷାନୁଷ୍ଠାନ ମହାଵୀର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ନିକିରାଇ ୧୯୭୭ ମାଟ୍ରିକ ବ୍ୟାଚର ପୁରାତନ ଛାତ୍ର ଛାତ୍ରୀ ମାନଙ୍କ ର ଏକ ନିଆରା ପରମ୍ପରା ରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ନିକିରାଇ…
ପୁନର୍ବାସ ପକ୍ଷରୁ ଦିବ୍ୟାଙ୍ଗ କର୍ମଜୀବୀ ମହିଳାଙ୍କୁ ସମ୍ବର୍ଦ୍ଧନା

ପୁନର୍ବାସ ପକ୍ଷରୁ ଦିବ୍ୟାଙ୍ଗ କର୍ମଜୀବୀ ମହିଳାଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସରେ ପୁନର୍ବାସ ପକ୍ଷରୁ ତୃଣମୂଳ ସ୍ତରରେ ଭିନ୍ନକ୍ଷମମାନଙ୍କ ପାଇଁ କାର୍ଯ୍ୟକରୁଥିବା କର୍ମଜୀବୀ ମହିଳାମାନଙ୍କୁ ସମ୍ୱର୍ଦ୍ଧନା ଓ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି । ପୁନର୍ବାସର ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ସଞ୍ଚାଳନରେ ଅନୁଷ୍ଠିତ "ସଶକ୍ତ ମହିଳା ସଶକ୍ତ ବିଶ୍ୱ’…
କେନ୍ଦ୍ରାପଡା ବିଜୁ ମହିଳା ଜନତା ଦଳ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ , ବିଜୁ ଜନତା ଦଳ ମହିଳା ମାନଙ୍କ ବଳ- ବିଜେଡି

କେନ୍ଦ୍ରାପଡା ବିଜୁ ମହିଳା ଜନତା ଦଳ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ , ବିଜୁ ଜନତା ଦଳ ମହିଳା ମାନଙ୍କ ବଳ- ବିଜେଡି

କେନ୍ଦ୍ରାପଡ଼ା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବିଜୁ ଜନତାଦଳ କେନ୍ଦ୍ରାପଡା ତରଫରୁ ଏକ ବିଶାଳ ମହିଳା ସମାବେଶ କେନ୍ଦ୍ରାପଡା ସହରର ଟାଉନହଲ ଠାରେ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଭାରେ ବକ୍ତବ୍ୟ ରଖି…
ବିଶିଷ୍ଟ ଶିକ୍ଷକଙ୍କର ଅକାଳ ବିୟୋଗ

ବିଶିଷ୍ଟ ଶିକ୍ଷକଙ୍କର ଅକାଳ ବିୟୋଗ

କେନ୍ଦ୍ରାପଡ଼ା,୮ା୩: ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଉଦୟବଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସର୍ବେଶ୍ୱର ସ୍ୱାଇଁ(୫୩)ଙ୍କର ଦେହାନ୍ତ ହୋଇଯାଇଛି । ସେ ଗତ ୬ମାସ ହେବ କର୍କଟ ରୋଗରେ ପୀଡିତ ଥିଲେ । ଜନ୍ମସ୍ଥାନ ମାର୍ଶାଘାଇ ଅନ୍ତର୍ଗତ ଗିରଙ୍ଗ ଗ୍ରାମ ଶ୍ମଶାନରେ ତାଙ୍କର…
ଚଳିତବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ଚଳିତବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତତ୍‌ସହିତ ତାଲୁକ୍ ସ୍ତରୀୟ ପଟ୍ଟାମୁଣ୍ଡାଇ, ଆଳି, ରାଜନଗର କୋର୍ଟ ପରିସରରେ ମଧ୍ୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି…