
ସରକାରୀ ଜମିକୁ ବେଆଇନ ଦଖଲ କରି କୋଠା ନିର୍ମାଣ ଅଭିଯୋଗ ,କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦେଶ
କେନ୍ଦ୍ରାପଡ଼ା,୧୯ା୩ : କେନ୍ଦ୍ରାପଡା ସହର କାକଟ ମୈାଜାରେ ସରକାରୀ ଜମିକୁ ଦଖଲକରି ଗୃହ ନିର୍ମାଣ କରିଥିବା ଜନୈକ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉଚ୍ଚ ନ୍ୟାୟାଳୟ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। […]